Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଓଡ଼ିଶାର ୨ ରେଳଲାଇନ୍‌କୁ ମିଳିଲା ଅନୁମୋଦନ

ଓଡ଼ିଶାର ୨ ରେଳଲାଇନ୍‌କୁ ଅନୁମୋଦନ ଦେଲା କେନ୍ଦ୍ର କ୍ୟାବିନେଟ୍‌। ବରଗଡ଼ରୁ ନୂଆପଡ଼ା ନୂଆ ରେଳ ଲାଇନକୁ କ୍ୟାବିନେଟ୍‌ ମଞ୍ଜୁରୀ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଅର୍ଥନୈତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟିକୁ ବୁଧବାର ଏହାକୁ ଅନୁମୋଦନ ମିଳିଛି। ୧୩୮କିମି ବରଗଡ଼ ନୂଆପଡ଼ା ରେଳ ଲାଇନ୍‌ରେ ଖର୍ଚ୍ଚ ହେବ ୨୯୬୨ କୋଟି ଟଙ୍କା। ଏହି ଲାଇନ୍‌ ହେଲେ ବରଗଡ଼ରୁ ରାୟପୁରକୁ ଯୋଗାଯୋଗ ସହଜ ହେବ। ସୁନ୍ଦରଗଡ଼ର ସରଡେଗାରୁ ଛତିଶଗଡ଼ ଭାଲୁମୁରା ୩୭କିମି ରେଳଲାଇନ୍‌ ପାଇଁ ଖର୍ଚ୍ଚ ହେବ ୧୩୬୦ କୋଟି ଟଙ୍କା। ଏ ନେଇ ସୂଚନା ଦେଇଛନ୍ତି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ।ସୂଚନା ଅନୁସାରେ, ପଦ୍ମପୁର ଉପନିର୍ବାଚନ ସମୟରେ ବରଗଡ଼-ନୂଆପଡ଼ା ରେଳ ଲାଇନକୁ ନେଇ ପ୍ରସଙ୍ଗ ଉଠିଥିଲା । କିଛିଦିନ ପୂର୍ବରୁ ସଡ଼କ ଓ ପରିବନ ମନ୍ତ୍ରୀ ଟୁକୁନି ସାହୁ ପଦ୍ମପୁର ଦେଇ ବରଗଡ଼-ନୂଆପଡ଼ା ରେଳ ଲାଇନ ପାଇଁ କେନ୍ଦ୍ରକୁ ଚିଠି ଲେଖିଥିଲେ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top