Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

କଟକର ରାସ୍ତା ମଝିରେ ଜଳିଗଲା ମୋ ବସ

କଟକ ସିଡ଼ିଏ ସେକ୍ଟର-୯ ରାସ୍ତା ଉପରେ ହୁତୁହୁତୁ ହୋଇ ଜଳିଗଲା ମୋ ବସ୍‍ । ଫଳରେ ବସ୍‌ଟି ସମ୍ପୂର୍ଣ୍ଣ ଜଳିପୋଡ଼ି ଛାରଖାର ହୋଇଯାଇଛି। ବସ୍‌ରେ ଥିବା ସମସ୍ତେ ଯାତ୍ରୀ ସୁରକ୍ଷିତ ଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି।ସୂଚନା ମୁତାବକ, ଆଜି ସକାଳେ ମୋ ବସଟି ପୁରୀରୁ ଯାତ୍ରୀଙ୍କୁ ନେଇ କଟକ ଆସୁଥିଲା। କଟକ ସିଡିଏ ସେକ୍ଟର-୯ ନିକଟରେ ବସରୁ ଧୂଆଁ ବାହାରିଥିଲା। ଡ୍ରାଇଭର ଏହା ଜାଣିପାରି ଯାତ୍ରୀମାନଙ୍କୁ ତଳକୁ ଓହ୍ଲାଇ ଦେଇଥିଲା।

ପରେ ବସ୍‌ଟି ରାସ୍ତା ଉପରେ ହୁତୁ ହୁତୁ ହୋଇ ରାସ୍ତା ଉପରେ ଜଳି ଯାଇଥିଲା। ବସ୍‌ରେ ଥିବା ଯାତ୍ରୀମାନେ ଏକ ବଡ଼ ଅଘଟଣରୁ ବର୍ତ୍ତି ଯାଇଛନ୍ତି। ଖବର ପାଇ ସଙ୍ଗେ ସଙ୍ଗେ ଘଟଣାସ୍ଥଳରେ ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। ତେବେ ବସ୍‌ରେ କିପରି ନିଆଁ ଲାଗିଲା ତାର କାରଣ ଅସ୍ପଷ୍ଟ ରହିଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top