Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

କାଲିମେଳା ମୋଟୁରେ ସୀମା ଜଗିବେ ଶିକ୍ଷକ ଓ ଅଧ୍ୟାପକ

ଭୁବନେଶ୍ୱର(ଓଡ଼ିଶା ୱେୟାର): ମାଲକାନଗିରି କାଲିମେଳା ମୋଟୁରେ ସୀମା ଜଗିବେ ଶିକ୍ଷକ ଓ ଅଧ୍ୟାପକ । ୮ଟି ସ୍କୁଲର ଶିକ୍ଷକ ଓ ୭ଟି କଲେଜର ଅଧ୍ୟାପକଙ୍କୁ ଦାୟିତ୍ୱ ଦିଆଯାଇଛି । ମୋଟୁ ତଦସିଲଦାରଙ୍କ ତତ୍ତ୍ୱାବଧାନରେ ବର୍ଡର ଜଗିବେ ଶିକ୍ଷକ ଓ ୭ଟି କଲେଜର ଅଧ୍ୟାପକ । କାର‌୍ୟ୍ୟରେ ତୁରନ୍ତ କାର‌୍ୟ୍ୟରେ ନିୟୋଜିତ ପାଇଁ ପ୍ରଧାନଶିକ୍ଷକମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ବର୍ଡର ଦେଇ ମାଲକାନଗିରିକୁ ଆ ସୁଥିବା ପ୍ରବାସୀଙ୍କୁ ଚେକିଂ କରିବେ ଶିକ୍ଷକ । କାଯର‌୍ୟରେ ଅବହେଳା କଲେ ତୁରନ୍ତ କାଯର‌୍ୟାନୁଷ୍ଠାନ ନେବାକୁ ଈଊଙ ନିର୍ଦ୍ଦେଶ ଦେଇଛନ୍ତି । ତେବେ କରୋନା ଚେନ୍ ଭାଙ୍ଗିବା ପାଇଁ ରାଜ୍ୟ ସରକାର ପଶ୍ଚିମବଙ୍ଗ, ଛତିଶଗଡ଼ ପରେ ଆନ୍ଧ୍ରପ୍ରଦେଶ ଓ ତେଲେଙ୍ଗାନାରୁ ଫେରୁଥିବା ପ୍ରବାସୀଙ୍କ ପାଇଁ କ୍ୱାରେଣ୍ଟାଇନ୍ ବାଧ୍ୟତାମୂଳକ କରିଛନ୍ତି। ଏହି ଦୁଇ ରାଜ୍ୟରୁ ଫେରୁଥିବା ପ୍ରବାସୀମାନେ ନିଜ ଘରକୁ ଯିବା ପୂର୍ବରୁ ୭ରୁ ୧୪ ଦିନ କ୍ୱାରେଣ୍ଟାଇନ୍ରେ ରହିବେ। ଗତକାଲି ୪ ସୀମାନ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ଏହି ନିର୍ଦ୍ଦେଶ ଦିଆଯାଇଥିଲା।

Click to comment

Leave a Reply

Your email address will not be published. Required fields are marked *

Most Popular

To Top