Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

କେନ୍ଦ୍ରାପଡ଼ାରେ ବିରଲ ଶିଶୁ ଜନ୍ମ

କେନ୍ଦ୍ରାପଡ଼ା (ଓଡ଼ିଶା ୱେୟାର): ଜଗାକାଳିଆ ପରେ ଆଉ ଆଉଏକ ଯୋଡ଼ା ଶିଶୁକୁ ନେଇ ଚର୍ଚ୍ଚା। କେନ୍ଦ୍ରାପଡ଼ା ଜିଲ୍ଲାର ଏକ ଘରୋଇ ନର୍ସିଂହୋମରେ ଆଜି ଏକ ଅଦ୍ଭୁତ ଶିଶୁ କନ୍ୟା ଜନ୍ମ ନେଇଛି। ଶିଶୁ କନ୍ୟାର ଦୁଇଟି ମୁଣ୍ଡ ରହିଥିବା ବେଳେ ୩ଟି ହାତ, ୪ଟି ଆଖି ଓ ୪ଟି କାନ ରହିଛି। ଆଜି ପୂର୍ବାହ୍ନ ୧୧ ଟାରେ ଶିଶୁଟି ଜନ୍ମ ହେବା ପରେ ତାକୁ ତୁରନ୍ତ ଜିଲା ମୁଖ୍ୟ ଚିକିତ୍ସାଳୟ ରେ ଭର୍ତ୍ତି କରାଯଇଥିଲା।

ଶିଶୁକନ୍ୟାର ଛାତି ଓ ପେଟ ଗୋଟିଏ ରହିଛି। ଶିଶୁକନ୍ୟାର ଦୁଇଟି ଗୋଡ଼ ଥିବା ବେଳେ ପିଟି ପଟକୁ ଗୋଟିଏ ହାତ ଥିବା ଦେଖିବାକୁ ମିଳିଛି। କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ଥାନା ଅନ୍ତର୍ଗତ କଣୀ ଗାଁ ର ଉମାକାନ୍ତ ପରିଡାଙ୍କ ସ୍ତ୍ରୀ ଅମ୍ବିକା ଆଜି ଏହି ଶିଶୁ କନ୍ୟାଟିକୁ ଜନ୍ମ ଦେଇଛନ୍ତି। ଏହା ଉମାକାନ୍ତଙ୍କ ଦ୍ଵିତୀୟ ସନ୍ତାନ ବୋଲି ଜଣାପଡିଛି। ତେବେ ଡାକ୍ତର ମାନେ ଶିଶୁ ଟିକୁ କଟକ ଶିଶୁ ଭବନକୁ ପଠାଇ ଦେଇଛନ୍ତି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top