Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

କ୍ରୁଜ୍ ଡ୍ରଗ୍ସ ମାମଲା: ମୁଖ୍ୟ ସାକ୍ଷୀ ପ୍ରଭାକର ସେଲଙ୍କ ମୃତ୍ୟୁ

ମୁମ୍ବାଇ: ମୁମ୍ବାଇରେ ଚର୍ଚ୍ଚିତ କ୍ରୁଜ୍ ଡ୍ରଗ୍ସ ମାମଲାରେ ମୁଖ୍ୟ ସାକ୍ଷୀ ପ୍ରଭାକର ସେଲଙ୍କ ଶୁକ୍ରବାର ମୃତ୍ୟୁ ହୋଇଯାଇଛି । ତାଙ୍କର ହୃଦଘାତରେ ମୃତ୍ୟୁ ହୋଇଥିବା ଓକିଲ ତୁଷାର ଖଣ୍ଡାରେ କହିଛନ୍ତି । ଘରେ ହିଁ ସେ ହୃଦଘାତରେ ପ୍ରାଣ ହରାଇଥିବା ସୂଚନା ମିଳିଛି । ତାଙ୍କ ପାର୍ଥିବ ଶରୀରକୁ ଆଜି ସକାଳେ ଅନ୍ଧେରୀ ସ୍ଥିତ ଘରକୁ ଅଣାଯାଇ ଶେଷ ବିଦାୟ ଦିଆଯାଇଛି।
ସୂଚନାନୁସାରେ, ପ୍ରଭାକର ସେଲ ସମୀର ଓ୍ୱାଙ୍ଖଡେଙ୍କ ବିରୋଧରେ ଡ୍ରଗ୍ସ ମାମଲାରେ ଲାଞ୍ଚ ନେଇଥିବା ଅଭିଯୋଗ ଲଗାଇଥିଲେ । ଏହାପରେ ସମୀରଙ୍କ ବିରୋଧରେ ତଦନ୍ତ ଆରମ୍ଭ ହୋଇଥିଲା । ମାମଲାର ତଦନ୍ତ କରୁଥିବା ଏନସିବିର ଭିଜିଲାନ୍ସ ଟିମ୍ ପ୍ରଭାକରଙ୍କୁ ଜେରା ମଧ୍ୟ କରିଥିଲା । ସେତେବେଳେ ସମୀର ଏନସିବିର ଜୋନାଲ ଡାଇରେକ୍ଟର ଥିଲେ । ସମୀର ଓ୍ଵାଙ୍ଖେଡ ୨୫ କୋଟି ଟଙ୍କା ଲାଞ୍ଚ ମାଗୁଥିବା ଅଭିଯୋଗ କରିଥିଲେ ପ୍ରଭାକର।
ପ୍ରଭାକର ଦାବି କରିଥିଲେ ଯେ, କ୍ରୁଜ ପାର୍ଟି ରେଡ୍ ବେଳେ ସେ ଉପସ୍ଥିତ ଥିଲେ । ସେ କହିଥିଲେ ଯେ, ସମୀରଙ୍କ ସହଯୋଗୀ କେପି ଗୋସ୍ୱାମୀ ମାମଲା ରଫାଦଫା ପାଇଁ ୧୮ କୋଟିର ଡିଲ୍ କରିଥିଲେ । ପରେ କେପି ଗୋସ୍ୱାମୀ ସମୀରଙ୍କୁ ମଧ୍ୟ ଲାଞ୍ଚ ଦେଇଥିବା କହିଥିଲେ । କେପି ଗୋସ୍ୱାମୀଙ୍କ ପୁଅ ସହିତ ଆର‌୍ୟ୍ୟନ ଖାନଙ୍କ ସେଲଫି ଫଟୋ ସୋସିଆଲ ମିଡିଆରେ ଭାଇରଲ ହୋଇଥିଲା।

Click to comment

Leave a Reply

Your email address will not be published. Required fields are marked *

Most Popular

To Top