Latest

ଖଣି ଉପନିର୍ଦ୍ଦେଶକଙ୍କ ଘରେ ଭିଜିଲାନ୍ସ

Posted on

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଖଣି ଉପନିର୍ଦ୍ଦେଶକ ଧରଣୀଧର ନାୟକଙ୍କ ଘରେ ଭିଜିଲାନ୍ସ ବିଭାଗ ଚଢଉ କରିଛି। ଏକକାଳୀନ ୫ଟି ସ୍ଥାନରେ ଚଢ଼ଉ ଜାରି ରଖିଛି। ତାଳଚେରରେ ଥିବା ବାସଭବନ, ତେଲକୋଇ ଥାନା ଛାମୁଣ୍ଡା ଗାଁରେ ଥିବା ପୈତୃକ ଘର, କେନ୍ଦୁଝର ପଣ୍ଡାପଡାରେ ଥିବା ଶ୍ଵଶୁର ଘରେ ଛାନଭିନ କରୁଛି। ଧରଣୀଧର ବାଲି ଓ ପଥର ମାଫିଆଙ୍କୁ ଅନୁକମ୍ପା ଦେଖାଇ ତାଙ୍କ ନିକଟରୁ ଟଙ୍କା ନେଉଥିବା ଅଭିଯୋଗ ହୋଇଥିଲା । ଚଢ଼ଉରେ ୧୦ ଡିଏସପି, ୧୬ ଇନ୍ସପେକ୍ଟର ଓ ୭ ଏସଆଇ ସାମିଲ ଅଛନ୍ତି।

Leave a Reply

Your email address will not be published. Required fields are marked *

Most Popular

Exit mobile version