Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଜଳୁଛି ସାରା ଓଡ଼ିଶା । ଆସନ୍ତା ୨୨ ତାରିଖ ଯାଏଁ ତାତିରୁ ମିଳିବନି ତ୍ରାହି

ଜଳୁଛି ସାରା ଓଡ଼ିଶା । ତାତି ସହ ଏଣିକି ବଢିବ ଗୁଳୁଗୁଳି। ଏଭଳି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ପ୍ରବଳ ଗରମରେ କଲବଲ ହେଉଛି ସାରା ରାଜ୍ୟ । ଆସନ୍ତା ୨୨ ତାରିଖ ଯାଏଁ ତାତିରୁ ମିଳିବନି ତ୍ରାହି। ତାତି ସହ ଏଣିକି ବଢିବ ଗୁଳୁଗୁଳି। ଏଭଳି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଆଜି ପାଇଁ ୨୪ଟି ଜିଲ୍ଲାକୁ ହିଟୱୋଭ୍ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ଆସନ୍ତାକାଲି ପାଇଁ ୪ ଜିଲ୍ଲାକୁ ଜାରି ହୋଇଛି ଅରେଞ୍ଜ ୱାର୍ଣ୍ଣିଂ। ଗତକାଲି ୪୩.୨ ଡିଗ୍ରୀ ସହ ତାଳଚେର ସବୁଠୁ ଉତ୍ତପ୍ତ ସ୍ଥାନ ପାଲଟିଥିଲା। ସେହିପରି ନୂଆପଡ଼ା ୪୩, ପାରଳାଖେମୁଣ୍ଡି ଓ ବୌଦ୍ଧ ୪୨.୮ ଡିଗ୍ରୀ ଅନୁଗୁଳ ଓ ନୟାଗଡ଼ ୪୨.୭, ବାରିପଦା ୪୨.୬ ଏବଂ ଟିଟିଲାଗଡ଼ରେ ୪୨.୫ ଡିଗ୍ରୀ ରେକର୍ଡ କରାଯାଇଥିଲା । ସେପଟେ ତାପମାତ୍ରା ବଢ଼ିବା ଯୋଗୁଁ ୩ ଦିନ ସ୍କୁଲ ବନ୍ଦ କରାଯାଇଛି। ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ତାପମାତ୍ରାକୁ ଦୃଷ୍ଟିରେ ରଖି ୩ ଦିନ ପାଇଁ ସ୍କୁଲ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। ଏପ୍ରିଲ ୧୮ରୁ ୨୦ ତାରିଖ ଯାଏଁ ବନ୍ଦ ରହିବ ରାଜ୍ୟର ସମସ୍ତ ସ୍କୁଲ । ୩ ଦିନ ଯାଏଁ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ଘୋଷଣା କରାଯାଇଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top