Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଜିଏସ୍‌ଟି ଆସିଷ୍ଟାଣ୍ଡ କମିଶନରଙ୍କ ଘରେ ଭିଜିଲାନ୍ସ ଚଢାଉ

ଯାଜପୁର ସିଟି ଓ ଜିଏସଟି ଏନଫୋର୍ସମେଣ୍ଟ ଅସିଷ୍ଟାଣ୍ଟ କମିଶନର ବିନୟ ଭୂଷଣ ତ୍ରିପାଠୀଙ୍କ ଘରେ ଭିଜିଲାନ୍ସ ଚଢାଉ । ଟିକସ୍ ହେରଫେର ଅଭିଯୋଗରେ ଭୁବନେଶ୍ବର, ଖୋର୍ଦ୍ଧା ସମେତ ୫ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଛି । ତାଙ୍କ ନାଁରେ ପ୍ରାୟ ୫ ଲକ୍ଷ ୮୫ ହଜାର ଟଙ୍କା ରାଜସ୍ୱ ହେରଫେର କରିଥିବା ଅଭିଯୋଗ ହୋଇଛି । ଜଣେ ଡିଲରଙ୍କଠାରୁ ଜବତ ହୋଇଥିବା ସ୍କ୍ରାପକୁ ବିନୟ ଅନ୍ୟତ୍ର ବିକ୍ରି କରିଦେଇଥିବା ଅଭିଯୋଗ ହୋଇଛି। ଯାହାଦ୍ଵାରା ସରକାରଙ୍କର ପ୍ରାୟ ୫ କୋଟି ୮୫ ଲକ୍ଷ ଟଙ୍କାର ରାଜସ୍ଵ ହାନି ଘଟିଛି। ଏହି ଅଭିଯୋଗ ଆସିବା ପରେ ଭିଜିଲାନ୍ସ ଟିମ୍‌ ବିନୟଙ୍କର ବିଭିନ୍ନ ଠିକଣାରେ ଚଢ଼ାଉ ଆରମ୍ଭ କରିଛି।ଭିଜିଲାନ୍ସର ଏହି ଚଢାଉରେ ୨୫ ଜଣ ଅଫିସର, ୧୪ ଜଣ ଇନ୍ସପେକ୍ଟର, ୭ ଜଣ ଡେପୁଟି ଏସ୍‌ପି ସାମିଲ ଅଛନ୍ତି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top