Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ତୃଣମୂଳସ୍ତରରୁ ମଜବୁତ ହେବ କ୍ରୀଡ଼ା ଭିତ୍ତିଭୂମୀ

ଭୁବନେଶ୍ବର: ବଦଳିବ ରାଜ୍ୟର କ୍ରୀଡ଼ା ଭୁଗୋଳ । ତୃଣମୂଳ ସ୍ତରରେ ସୁଦୃଢ଼ ହେବ ରାଜ୍ୟର କ୍ରୀଡା ଭିତ୍ତିଭୂମି । ଏଥିପାଇଁ ପ୍ରସ୍ତୁତ ହେଉଛି ନକ୍ସା । କ୍ରାଡ଼ା ଛାତ୍ରଛାତ୍ରୀଙ୍କ ପାଇଁ ନିର୍ମାଣ ହେବ ସ୍ୱତନ୍ତ୍ର ସ୍କୁଲ । ଫଳରେ ସ୍ପୋର୍ଟସ ହଷ୍ଟେଲର ଛାତ୍ରଛାତ୍ରୀ ସେମାନଙ୍କ କ୍ୟାମ୍ପସରେ ହିଁ ପାଠ ପଢ଼ିବେ । ସମ୍ପୃକ୍ତ ଛାତ୍ରଛାତ୍ରୀଙ୍କୁ ଅଧିକ ସମୟରେ ଖେଳ ସହ ବାନ୍ଧି ରଖିବା ପାଇଁ ଏହି ଯୋଜନା ପ୍ରସ୍ତୁତ ହେଉଛି । ସ୍ପୋର୍ଟସ ହଷ୍ଟେଲ କ୍ୟାମ୍ପସରେ ଖୋଲିବ ନୂଆ ବିଦ୍ୟାଳୟ ।
ଆଉ ୧୫ ଜିଲ୍ଲାରେ ଖୋଲିବ କ୍ରାଡ଼ା ଛାତ୍ରାବାସ । ଏବେ ୧୫ ଜିଲ୍ଲାରେ କ୍ରୀଡା ଛାତ୍ରାବାସ ରହିଛି । କ୍ରୀଡା ବିକାଶ ପାଇଁ ବିଦ୍ୟାଳୟ ଗୁଡିକୁ ସ୍ୱତନ୍ତ୍ର ପ୍ରୋତ୍ସାହନ ରାଶି ଦିଆଯାଉଛି । ପ୍ରାଥମିକ ସ୍କୁଲକୁ ୫ ହଜାର ଟଙ୍କା ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକ ଗୁଡିକୁ ୧୦ ହଜାର ଟଙ୍କା ଦିଆଯାଉଛି । ଗତବର୍ଷ ବଜେଟରେ ୨୭୫ କୋଟି ଟଙ୍କାର ବ୍ୟୟବରାଦ ହୋଇଥିବା ବେଳେ ଚଳିତବର୍ଷ ୩୭୦ କୋଟି ଟଙ୍କାକୁ ବୃଦ୍ଧି ପାଇଛି । ରାଜ୍ୟର ୩୧୪ ବ୍ଲକ ଓ ୧୧୭ ପୌରାଞ୍ଚଳରେ ମିନି ଷ୍ଟାଡିୟମ ନିର୍ମାଣ କାର‌୍ୟ୍ୟ ସାରା ରାଜ୍ୟରେ ଚୂଡ଼ାନ୍ତ ପର‌୍ୟ୍ୟାୟରେ ପହଁଚିଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top