Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଦୁଇଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

୨ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । ସେପ୍ଟେମ୍ବର ୩୦ ଓ ଅକ୍ଟୋବର ୧ରେ ଯିବେ । ସେଠାରେ ପହଞ୍ଚି ମୁଖ୍ୟମନ୍ତ୍ରୀ ପ୍ରଥମ ଦିନରେ ଅଥାତ୍ ସେପ୍ଟେମ୍ୱର ୩୦ରେ ପଶ୍ଚିମ ସିଂହଭୂମର ଜଗନ୍ନାଥପୁର ଯିବେ । ସେଠାରେ ପ୍ରାକ୍ ନିର୍ବାଚନୀ ରାଲିରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଏହାପରେ ଅକ୍ଟୋବର ୧ରେ ଚାଇଁବାସାର କୋଲହାନ ଯିବେ । ସେଠାରେ ବିଜେପିର ପରିବର୍ତ୍ତନ ଯାତ୍ରାରେ ସାମିଲ ହେବେ ।ଅନ୍ୟପଟେ ଗତକାଲି ଆସାମ ମୁଖ୍ୟମନ୍ତ୍ରୀ ତଥା ଝାଡ଼ଖଣ୍ଡ ବିଜେପିର ସହପ୍ରଭାରୀ ହିମନ୍ତ ବିଶ୍ୱଶର୍ମା ଓଡ଼ିଶା ଆସି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ରାଜ୍ୟପାଳଙ୍କୁ ଭେଟିଥିବା ବେଳେ ଝାଡ଼ଖଣ୍ଡ ନିର୍ବାଚନ ଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଝାଡ଼ଖଣ୍ଡ ଗସ୍ତକୁ ନେଇ ଚର୍ଚ୍ଚା ଜୋର ଧରିଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top