Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଦ୍ଵିତୀୟ ପର୍ଯ୍ୟାୟ ମତଦାନ ଶେଷ , ଇଭିଏମରେ ୨୬୫ ପ୍ରାର୍ଥୀଙ୍କ ଭାଗ୍ୟ ସିଲ୍‌

ଭୁବନେଶ୍ୱର : ରାଜ୍ୟରେ ସରିଲା ଦ୍ଵିତୀୟ ପର୍ଯ୍ୟାୟ ମତଦାନ । ରାଜ୍ୟରେ ୫ଟି ଲୋକସଭା ଆସନ ଓ ଏହା ଅଧୀନରେ ଆସୁଥିବା ୩୫ଟି ବିଧାନସଭା ଆସନରେ ମତଦାନ ହୋଇଛି । ଏହାସହିତ ରାଜ୍ୟରେ ୬୯.୩ ୪% ଭୋଟିଂ ରେକର୍ଡ ହୋଇଛି । ମତଦାନ ପରେ ଇଭିଏମରେ ସିଲ୍‌ ହୋଇଛି ୨୬୫ ପ୍ରାର୍ଥୀଙ୍କ ଭାଗ୍ୟ । ସେଥିମଧ୍ୟରୁ ୨୨୪ପୁରୁଷ ପ୍ରାର୍ଥୀ ଥିବା ବେଳେ ୪୧ ଜଣ ମହିଳା ପ୍ରାର୍ଥୀ ଅଛନ୍ତି । ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତିନିଧିତ୍ଵ କରୁଥିବା ଦୁଇଟି ଆସନରେ ମଧ୍ୟ ଆଜି ଭୋଟ ଗ୍ରହଣ ହୋଇଛି ।ରାଜ୍ୟରେ ଦ୍ଵିତୀୟ ପର୍ଯ୍ୟାୟରେ ୬୯.୩ ୪% ମତଦାନ । ଦେଶରେ ପଞ୍ଚମ ପର୍ଯ୍ୟାୟରେ ୬୦.୦୯% ମତଦାନ ହୋଇଛି ।ବରଗଡ଼ ସଂସଦୀୟ କ୍ଷେତ୍ରରେ ୭୬. ୨୦ % ମତଦାନ ହୋଇଥିବା ବେଳେ ଆସ୍କାରେ ୬୦.୭୮%, କନ୍ଧମାଳ ୭୦ .୩୭ %, ବଲାଙ୍ଗୀରରେ ୭୧ .୪୬% ଓ ସୁନ୍ଦରଗଡ଼ ସଂସଦୀୟ କ୍ଷେତ୍ରରେ ୬୭.୭୪ % ମତଦାନ ହୋଇଛି। ପ୍ରବଳ ଖରା ସତ୍ତ୍ୱେ ବୁଥରେ ଭୋଟର ଶୃଙ୍ଖଳିତ ଭାବେ ମତଦାନ କରିଥିଲେ

Click to comment

Leave a Reply

Your email address will not be published. Required fields are marked *

Most Popular

To Top