Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ନଭେମ୍ବର ୧୫ରେ ହେବ ବାଲିଯାତ୍ରା

ଐତିହାସିକ ବାଲିଯାତ୍ରା ନଭେମ୍ବର ୧୫ରେ ଆରମ୍ଭ ହେବାକୁ ଯାଉଅଛି । ଏନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଆରମ୍ଭ ହୋଇଛି । ଆଜି ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଗୁରୁତ୍ବପୂର୍ଣ୍ଣ ବୈଠକ ହୋଇଥିଲା । ଏଥର ଭିଡ଼କୁ ନେଇ ସ୍ୱତନ୍ତ୍ର ବ୍ୟବସ୍ଥା କରାଯିବ । ପ୍ରଥମ ଥର ପାଇଁ ବାଲିଯାତ୍ରା ପଡ଼ିଆରେ ରହିବ ଗ୍ରିନ କରିଡ଼ର। ଲୋକଙ୍କ ଭିଡ଼କୁ ନିୟନ୍ତ୍ରଣ କରିବା ପାଇଁ ସମସ୍ତ ସୁବିଧା ସୁଯୋଗ ଯୋଗାଇ ଦିଆଯିବ ।ଗାଡି ପାର୍କିଂ ପାଇଁ ବ୍ୟବସ୍ଥା କରାଯିବ । ଏହାକୁ ବଢାଇ ଦିଆଯିବ । ଲୋକଙ୍କ ସୁରକ୍ଷା ପାଇଁ ପୋଲିସ , ସିସିଟିଭି ,୫ଟି ଆମ୍ବୁଲାନ୍ସ ଯୋଗାଇ ଦିଆଯିବ ବୋଲି କଟକ ଜିଲ୍ଲାପାଳ ଦତ୍ତା ତ୍ରେୟ ଭାଓ ସାହେବ୍ ସିନ୍ଧେ କହିଛନ୍ତି । ଓର ମାସ୍ ଷ୍ଟଲ ସଂଖ୍ୟା ୫ଶହ କୁ ବୃଦ୍ଧି ପାଇବ ବୋଲି କହିଛନ୍ତି କଟକ ଜିଲ୍ଲାପାଳ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top