ଦୁର୍ଘଟଣା ଓ ଆଇନଶୃଙ୍ଖଳା ପରିସ୍ଥିତି ରୋକିବା ପାଇଁ ଆଜିଠୁ ରାଜ୍ୟ ପରିବହନ କର୍ତ୍ତୃପକ୍ଷ (ଏସଟିଏ) ଆକ୍ସନ ମୋଡ଼କୁ ଆସିଛି । ଆଜିଠୁ ଏସଟିଏ ପକ୍ଷରୁ ଦୁଇ ଦିନିଆ ସ୍ପେଶାଲ ଡ୍ରାଇଭ ଆରମ୍ଭ ହୋଇଛି। ବିଶେଷକରି ନାବାଳକଙ୍କ ଗାଡ଼ିଚାଳନା ରୋକିବାକୁ ଚେକିଂ ଜୋରଦାର ହେବ। ଆମାନିଆଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ। ଧରାପଡ଼ିଲେ ନାବାଳକଙ୍କ ଗାଡ଼ିକୁ ଅଟକ ରଖି ଅଭିଭାବକଙ୍କ ନାଁରେ ଏଫଆଇଆର ହେବା
ଆଜିଠୁ ୩ଦିନିଆ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’
ଯୋଗଦେବେ ୨୦୦୦ ରୁ ଉର୍ଦ୍ଧ୍ଵ ଛାତ୍ରଛାତ୍ରୀ ଭୁବନେଶ୍ୱର(ଓଡ଼ିଶା ୱେୟାର): ଶିଶୁ ଦିବସ ଉପଲକ୍ଷେ ଆଜିଠୁ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ...