Latest

ପତ୍ନୀଙ୍କ ବିୟୋଗ ପରେ ପୁଣି ବିଗିଡ଼ିଲା ଜୁଏଲ ଓରାମଙ୍କ ସ୍ବାସ୍ଥ୍ୟାବସ୍ଥା

Posted on

କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ପୁଣି ଅସୁସ୍ଥ। ଅସୁସ୍ଥ ହେବା ପରେ ସୋମବାର ବିଳମ୍ବିତ ରାତିରେ ଦିଲ୍ଲୀ ଏମ୍ସରେ ଭର୍ତ୍ତି ହୋଇଛନ୍ତି। ଶ୍ରୀ ଓରାମଙ୍କୁ ଏମ୍ସର ନ୍ୟୁ ପ୍ରାଇଭେଟ୍‌‌ ୱାର୍ଡରେ ଭର୍ତ୍ତି କରାଯାଇଛି। ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା ଡାକ୍ତର କହିଛନ୍ତି। ଗତ ୧୧ରେ ଡେଙ୍ଗୁରେ ଆକ୍ରାନ୍ତ ହୋଇ ସୁସ୍ଥ ହୋଇଥିଲେ।ସୂଚନାଯୋଗ୍ୟ, ଗତ ଶନିବାର ଜୁଏଲଙ୍କ ପତ୍ନୀ ଝିଙ୍ଗିଆ ଓରାମଙ୍କ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଥିଲା। ବହୁଦିନ ଧରି ସେ ଡେଙ୍ଗୁରେ ଆକ୍ରାନ୍ତ ହୋଇ ଅସୁସ୍ଥ ଥିଲେ।

Leave a Reply

Your email address will not be published. Required fields are marked *

Most Popular

Exit mobile version