Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ପାଣ୍ଡିଆନଙ୍କ ପ୍ରଚାରରେ ଖର୍ଚ୍ଚ ହୋଇଛି ୧୫ କୋଟି ଟଙ୍କା

ଆଜି ବିଧାନସଭା ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନର ଅଷ୍ଟମ ଦିନ ଗୃହରେ ଲକ୍ଷ୍ମଣ ବାଗଙ୍କ ପ୍ରଶ୍ନର ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସେ କହିଛନ୍ତି ପ୍ରଚାର ପାଇଁ ରାଜକୋଷରୁ ବିପୁଳ ଖର୍ଚ୍ଚ କରିଥିଲା ପୂର୍ବ ବିଜେଡି ସରକାର । ପ୍ରଚାର ନିମନ୍ତେ ୫ ବର୍ଷରେ ୪୫୨ କୋଟି ୯୬ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଛି । ଏହା ସହ ୨୦୨୪ ନିର୍ବାଚନ ବିଜ୍ଞାପନ ବାବଦକୁ ପାଣ୍ଡିଆନଙ୍କ ଫଟୋ ପାଇଁ ଖର୍ଚ୍ଚ ହୋଇଛି ୧୫କୋଟି ୨୬ଲକ୍ଷ ୯୧ହଜାର ଟଙ୍କା। କାର୍ତ୍ତିକ ପାଣ୍ଡିଆନ ୫ଟି ଅଧ୍ୟକ୍ଷ ହେବା ପରେ ଖବରକାଗଜରେ ବିଜ୍ଞାପନ ଓ ଫଟୋ ବାବଦକୁ ପୂର୍ବ ସରକାର ରାଜକୋଷରୁ ଏହି ଅର୍ଥରାଶି ଖର୍ଚ୍ଚ କରିଥିବା ଜଣାପଡିଛି।ସୂଚନାଯୋଗ୍ୟ, ନିର୍ବାଚନ ପୂର୍ବରୁ ପାଣ୍ଡିଆନ ହେଲିକପ୍ଟର ଯୋଗେ ବିଭିନ୍ନ ଜିଲା ଗସ୍ତ କରିଥିଲେ। ଏଥିଲାଗି ଅନେକ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top