ଖେଳ

ପାରାଅଲିମ୍ପିକ୍ସର ପଞ୍ଚମ ଦିନରେ ଭାରତକୁ ମିଳିଲା ୮ଟି ପଦକ

Posted on

ପ୍ୟାରିସ ପାରାଅଲିମ୍ପିକ୍ସରେ ଗୋଟିଏ ଦିନରେ ଭାରତକୁ ୮ ପଦକ ମିଳିଛି । ପଞ୍ଚମ ଦିନରେ ପଦକ ବର୍ଷା ହୋଇଛି । ୨ଟି ସ୍ବର୍ଣ୍ଣ ସହ ଭାରତକୁ ୮ ପଦକ ମିଳିଛି । ବ୍ୟାଡମିଣ୍ଟନରେ ନୀତେଶ କୁମାର ଓ ଜାଭେଲିନରେ ସୁମିତ ଅନ୍ତିଲଙ୍କୁ ସ୍ବର୍ଣ୍ଣ ପଦକ ମିଳିଛି । ବ୍ୟାଡମିଣ୍ଟନ ପୁରୁଷ ସିଙ୍ଗଲସରେ ୟାଥିରାଜ ରୌପ୍ୟ ପଦକ ହାସଲ କରିଛନ୍ତି। ଦିନର ଶେଷ ପଦକ ଜିତିଛନ୍ତି ସଟଲର୍ ନିତ୍ୟା ଶିବନ। ଇଣ୍ଡୋନେସିଆ ପ୍ରତିଦ୍ବନ୍ଦ୍ବୀଙ୍କୁ ହରାଇ ବ୍ରୋଞ୍ଜ ଜିତିଛନ୍ତି ନିତ୍ୟା। ନିତ୍ୟାଙ୍କ ବ୍ରୋଞ୍ଜ ସହ ଭାରତର ପଦକ ସଂଖ୍ୟା ୧୫କୁ ବୃଦ୍ଧି ହୋଇଛି

Leave a Reply

Your email address will not be published. Required fields are marked *

Most Popular

Exit mobile version