Latest

ପୁରୀ ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁସଂଖ୍ୟା ୩କୁ ବୃଦ୍ଧି

Posted on

ପୁରୀ ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁସଂଖ୍ୟା ୩କୁ ବୃଦ୍ଧି । ୩୦ରୁ ଅଧିକ ଶ୍ରଦ୍ଧାଳୁ ଆହତ, ଅନେକଙ୍କ ଅବସ୍ଥା ଗୁରୁତର । ନରେନ୍ଦ୍ର ପୁଷ୍କରିଣୀରେ ଚାପ ଖେଳ ବେଳେ ଅଘଟଣ ଘଟିଥିଲା। ଅନେକଙ୍କ ଅବସ୍ଥା ଗୁରୁତର ରହିଛି । କଟକ, ଭୁବନେଶ୍ବର ସ୍ଥାନାନ୍ତର ହୋଇଛନ୍ତି ଗୁରୁତର । ଦେବୀଘାଟରେ ଏକସଙ୍ଗେ ଏକାଧିକ ବାଣ ଫୁଟିଯିବାରୁ ଅଘଟଣ ହୋଇଛି ।

ନରେନ୍ଦ୍ର ପୁଷ୍କରିଣୀରେ ଚାପ ଖେଳ ବେଳେ ବଡଧରଣର ଅଘଟଣ ହୋଇଛି । ବାଣ ନିଆଁ ପଡ଼ି ୨୦ରୁ ଉର୍ଦ୍ଧ ଗୁରୁତର ଆହତ ହୋଇଛନ୍ତି । ମହାପ୍ରଭୁ ଚାପ ଖେଳିବା ସମୟରେ ବାଣ ଫୁଟାଯାଇଥିଲା, ଏତିକି ବେଳେ ନରେନ୍ଦ୍ର ପୁଷ୍କରିଣୀ ନିକଟରେ ବାଣ ନିଆଁ ଛିଟିକି ପଡ଼ିଥିଲା । ଫଳରେ ସେଠାରେ ଅନେକ ଲୋକେ ଆହତ ହୋଇଛନ୍ତି।

Leave a Reply

Your email address will not be published. Required fields are marked *

Most Popular

Exit mobile version