Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ପୁରୀ ସହରର ଚାରିଆଡ଼େ ଲାଗିବ ସିସିଟିଭି

ସମ୍ପୂର୍ଣ୍ଣ ପୁରୀକୁ ଜଗିବ ସିସିଟିଭି । ପୁରୀ ପାଇଁ ଖୁବଶୀଘ୍ର କାର୍ଯ୍ୟକାରୀ ହେବ ସିସିଟିଭି ଯୋଜନା । ଶ୍ରୀମନ୍ଦିର, ବଡ଼ଦାଣ୍ଡ, ସମୁଦ୍ରକୂଳ, ସମସ୍ତ ପ୍ରବେଶ ପଥରେ ଲାଗିବି ସିସିଟିଭି । ଯାହା ଫଳରେ ଆହୁରି ସୁରକ୍ଷିତ ହେବ ପୁରୀ ସହର । କମାଣ୍ଡ ଏବଂ କଣ୍ଟ୍ରୋଲ ରୁମ୍ ସହିତ ଯୋଡିହେବ ସମସ୍ତ ସିସିଟିଭି। ଏନେଇ ରାଜ୍ୟ ସରକାରଙ୍କୁ ଅନୁମୋଦନ ପାଇଁ ପଠାଯାଇଥିବା ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ସୂଚନା ଦେଇଛନ୍ତି ।ଜିଲ୍ଲାପାଳ କହିଛନ୍ତି ସମଙ୍ଗ, ମାଳତୀପାଟପୁର, ମଙ୍ଗଳଘାଟ ପ୍ରବେଶ ପଥରେ ଲାଗିବ ସିସିଟିଭି। ପୋର୍ଟେବଲ ନେଟ୍‌ୱର୍କ ଓ ଅପଟିକାଲ ଫାଇବର ଥିବା ୬୨୦ ସିସିଟିଭି ଲାଗିବ ।

ଶ୍ରୀମନ୍ଦିର ଭିତର ବାହାର, ସମସ୍ତ ପ୍ରବେଶ ଓ ପ୍ରସ୍ଥନ ପଥରେ ମଧ୍ୟ ସିସିଟିଭି ଲାଗିବ । ନାଟମଣ୍ଡପରେ ମଧ୍ୟ ସିସିଟିଭି ଲଗାଇବାକୁ ଟେଣ୍ଡର ଆହ୍ବାନ କରାଯାଇଛି । ଏହି ଯୋଜନା କାର୍ଯ୍ୟକାରୀ ହେଲେ ଲକଙ୍କ ଭିତରେ ଥିବା ଭୟ କମିବ ଏବଂ ଅନେକ ଅପରାଧିକ ମାମଲା ମଧ୍ୟ କମ ହେବ । ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ସମସ୍ତ ଗତିବିଧି ଉପରେ ପୋଲିସର ନଜର ରହିବ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top