Latest

ପୂର୍ବତନ କଂଗ୍ରେସ ବିଧାୟକ ଡମ୍ବରୁଧର ଉଲାକାଙ୍କ ଦେହାନ୍ତ

Posted on

ପୂର୍ବତନ କଂଗ୍ରେସ ବିଧାୟକ ଡମ୍ବରୁଧର ଉଲାକାଙ୍କ ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୭ ବର୍ଷ ବୟସ ହୋଇଥିଲା। ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ଘଟିଥିବାରସୂଚନା ।

ସେ କଂଗ୍ରେସ ଟିକେଟରେ ରାୟଗଡ଼ା ଜିଲ୍ଲା ବିଷମକଟକରୁ ୫ ଥର ବିଧାୟକ ଭାବେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ଡମ୍ବରୁଧର ଉଲାକାଙ୍କ ବିୟୋଗରେ ରାଜନୈତିକ ମହଲରେ ଶୋକର ଛାୟା ଦେଖିବକୁ ମିଳିଛି ।ଶ୍ରୀ ଉଲାକା ୧୯୭୪ ମସିହାରେ ପ୍ରଥମ ଥର କଂଗ୍ରେସ ଟିକେଟରେ ରାୟଗଡ଼ା ଜିଲ୍ଲା ବିଷମକଟକରୁ ବିଧାୟକ ଭାବେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ଏହାପରେ ସେ ୧୯୭୭, ୧୯୯୫, ୨୦୦୪ ଓ ୨୦୦୯ରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ।

Leave a Reply

Your email address will not be published. Required fields are marked *

Most Popular

Exit mobile version