Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ପୋଲିସ ଗାଡି ଦୁର୍ଘଟଣା: ୨୦ ମହିଳା ପୁଲିସ କର୍ମଚାରୀ ଆହତ

ରାଜଧାନୀ ଭୁବନେଶ୍ୱରରେ ଆଜି ଏକ ପୁଲିସ୍‌ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ଦୁର୍ଘଟଣାରେ ୨୦ ମହିଳା ପୁଲିସ କର୍ମଚାରୀ ଆହତ ହୋଇଛନ୍ତି।

ଗାଡ଼ିଟି ମହିଳା ପୁଲିସ୍‌ କର୍ମଚାରୀଙ୍କୁ ଧରି କେନ୍ଦ୍ରାପଡ଼ାକୁ ନିର୍ବାଚନୀ ଡ୍ୟୁଟି ଅଭିମୁଖେ ଯାଉଥିଲା। କେନ୍ଦ୍ରାପଡ଼ାରେ ଆସନ୍ତା ୧ ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବ । ମାତ୍ର ବାଣୀବିହାର ସତସଙ୍ଗ ପାର୍କ ଆଗରେ ଗାଡ଼ିଟି ଦୁର୍ଘଟଣାର ସମ୍ମୁଖୀନ ହୋଇଛି। ଏଥିରେ ୯ ମହିଳା ପୁଲିସ୍‌ କର୍ମଚାରୀ ଆହତ ହୋଇଛନ୍ତି। ଖବର ପାଇ ତୁରନ୍ତ ସ୍ଥାନୀୟ ପୁଲିସ୍‌ ପହଞ୍ଚି ଆହତ ମହିଳା ପୁଲିସ୍‌ କର୍ମଚାରୀଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରିଛନ୍ତି। ସମସ୍ତେ ବିପଦମୁକ୍ତ ଥିବା ଜଣାଯାଇଛି। ହେଲେ ଦୁର୍ଘଟଣାର କାରଣ ୟେ ପର୍ଯ୍ୟନ୍ତ ଜଣାପଡିନାହିଁ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top