Latest

ପ୍ରଣବ ପ୍ରକାଶ ଦାସଙ୍କ ନାଁରେ ଏତଲା ଦେଲେ ହାଇକୋର୍ଟ ଆଇନଜୀବୀ ସତ୍ୟ ଶିବ ସୁନ୍ଦର

Posted on

ପୁଣି ଅଡ଼ୁଆରେ ବିଜେଡି ନେତା ପ୍ରଣବ ପ୍ରକାଶ ଦାସ। ପୂର୍ବତନ ବିଧାୟକ ତଥା ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଓରଫ ବବି ଦାସଙ୍କ ନାଁରେ ଏତଲା । କ୍ୟାପିଟାଲ ଥାନାରେ ଏତଲା ଦେଲେ ହାଇକୋର୍ଟ ଆଇନଜୀବୀ ସତ୍ୟ ଶିବ ସୁନ୍ଦର ମହାନ୍ତି । ସରକାରୀ ବାସଭବନରେ ଅନୁମତି ନନେଇ ନିର୍ମାଣ କରିଥିବା ଅଭିଯୋଗ କରିଛନ୍ତି ଶିବସୁନ୍ଦର। ଏହାସହ ସରକାରୀ ଜାଗାରେ ନିର୍ମାଣ କାର୍ଯ୍ୟ ପାଇଁ ସେ ପ୍ରଶାସନଠାରୁ ଅନୁମତି ନେଇନଥିଲେ । ଏହି ନିର୍ମାଣ ସମ୍ପୂର୍ଣ୍ଣ ବେଆଇନ ହୋଇଥିବାରୁ ଏହାର ଉଚ୍ଚ ସ୍ତରୀୟ ତଦନ୍ତ କରିବାକୁ ଲିଖିତ ଅଭିଯୋଗପତ୍ରରେ ଦାବି କରିଛନ୍ତି ସତ୍ୟ ଶିବ ସୁନ୍ଦର ।

Leave a Reply

Your email address will not be published. Required fields are marked *

Most Popular

Exit mobile version