Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ପ୍ରତିଦିନ ୨ ଘଣ୍ଟା ଜନତାଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପ୍ରତିଦିନ ୨ ଘଣ୍ଟା ପାଇଁ ଲୋକଙ୍କ ଅଭିଯୋଗ ଶୁଣିବେ। ଆଜିଠାରୁ ଏହି ଅଭିଯୋଗ ଶୁଣାଣି ଆରମ୍ଭ ହେବ। ଭୁବନେଶ୍ବରରେ ଥିବା ବେଳେ ରାଜ୍ୟ ଅତିଥି ଭବନ କାର୍ଯ୍ୟାଳୟରେ ଅପରାହ୍ନ ୩ଟାରୁ ୫ଟା ପର୍ଯ୍ୟନ୍ତ ଲୋକଙ୍କ ସମସ୍ୟା ଶୁଣିବେ ଏବଂ ଅଭିଯୋଗପତ୍ର ଗ୍ରହଣ କରି ସମସ୍ୟା ସମାଧାନ ପାଇଁ ପଦକ୍ଷେପ ନେବେ। ଲୋକଙ୍କ ସମସ୍ୟା ସମାଧାନ ଦିଗରେ ଏକ ଶୃଙ୍ଖଳିତ ଓ ସମୟୋଚିତ ବ୍ୟବସ୍ଥା ସୃଷ୍ଟି ପାଇଁ ମୁଖ୍ୟମନ୍ତ୍ରୀ ଏହି ପଦକ୍ଷେପ ନେଇଛନ୍ତି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top