Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ପ୍ରଥମ ଦିନରେ ଶପଥ ନେଲେ ୧୦୬ ବିଧାୟକ

ଭୁବନେଶ୍ୱର(ଓଡ଼ିଶା ୱେୟାର): ବିଧାନସଭାର ଦୁଇଦିନିଆ ସ୍ୱତନ୍ତ୍ର ଅଧିବେଶନର ପ୍ରଥମ ଦିନରେ ୧୦୬ଜଣ ନବନିର୍ବାଚିତ ବିଧାୟକ ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି। ଷୋଡ଼ଶ ବିଧାନସଭାର କାମଚଳା ବାଚସ୍ପତି ଅମର ପ୍ରସାଦ ଶତପଥୀ ଆଜି ପ୍ରଥମେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଗୃହର ସଦସ୍ୟ ଭାବେ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ପରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଅରୁଣ ସାହୁ, ସୁଦାମ ମାର୍ଣ୍ଡି, ବଦ୍ରି ନାରାୟଣ ପାତ୍ର, ଅନନ୍ତ ଦାସ, ପ୍ରଫୁଲ୍ଲ ମଲ୍ଲିକ, ଭୂପିନ୍ଦର ସିଂ ଆଦି ବିଧାୟକମାନେ ପଦ ଓ ଗୋପନୀୟତାର ଶପଥ ନେଇଥିଲେ। ଏହି ଶପଥ ଗ୍ରହଣ କାର୍ଯ୍ୟକ୍ରମ ଆସନ୍ତାକାଲି ମଧ୍ୟ ଜାରି ରହିବ ବୋଲି ବିଧାନସଭା ସୂତ୍ରରୁ ସୂଚନା ମିଳିଛି।
ସୂଚନାଯୋଗ୍ୟ, ବିଧାନସଭାର ପୂର୍ଣ୍ଣାଙ୍ଗ ଅଧିବେଶନ ଜୁନ୍ ୧୭ତାରିଖରୁ ଆରମ୍ଭ ହେବାର କାର୍ଯ୍ୟକ୍ରମ ରହିଛି। ପୂର୍ବରୁ ଏହି ଅଧିବେଶନ ଜୁନ୍ ୧୧ରେ ବସିବ ବୋଲି ଚର୍ଚ୍ଚା ହେଉଥିଲା, କିନ୍ତୁ କାର୍ଯ୍ୟସୂଚୀରେ ପରିବର୍ତ୍ତନ କରାଯାଇଥିବା ଜଣାପଡ଼ିଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top