Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ଫୋନିର ୧୨ଦିନ ପରେ ରାଜଧାନୀରେ ଖୋଲିଲା ଆହାର କେନ୍ଦ୍ର

ଭୁବନେଶ୍ୱର(ଓଡ଼ିଶା ୱେୟାର): ବାତ୍ୟା ‘ଫୋନି’ ଯୋଗୁ ରାଜଧାନୀ ଭୁବନେଶ୍ୱରରେ ବନ୍ଦ ଥିବା ‘ଆହାର’ କେନ୍ଦ୍ରଗୁଡ଼ିକ ଆଜି ପୁଣିଥରେ ଖୋଲିଛି। ପ୍ରାୟ ୧୨ଦିନ ପରେ ରାଜଧାନୀର ସମସ୍ତ ୧୧ଟି ଆହାର କେନ୍ଦ୍ର ଖୋଲିଥିବା ଜଣାପଡ଼ିଛି। ସୂଚନା ଅନୁସାରେ, ଆହାର କେନ୍ଦ୍ରରେ ୫ଟଙ୍କାରେ ମିଳୁଥିବା ଭାତ-ଡାଲମାକୁ ଅକ୍ଷୟ ପାତ୍ର ଫାଉଣ୍ଡେସନ ପ୍ରସ୍ତୁତ କରିଥାଏ। ‘ଫୋନି’ ବାତ୍ୟାରେ ଅକ୍ଷୟ ପାତ୍ର ଫାଉଣ୍ଡେସନର ମୁଖ୍ୟ ରୋଷେଇ ଘର ନଷ୍ଟ ହୋଇଥିବାରୁ ରାଜଧାନୀର ‘ଆହାର’ କେନ୍ଦ୍ରରେ ଭାତ-ଡାଲମା ଉପଲବ୍ଧ ହୋଇପାରୁନଥିଲା। ରାଜ୍ୟ ସରକାର ୨୦୧୫ ମସିହା ଏପ୍ରିଲ ପହିଲାରେ ‘୫ଟଙ୍କାରେ ଭାତ-ଡାଲମା’ ଯୋଗାଇ ଦେବା ପାଇଁ ରାଜ୍ୟର ସହରାଞ୍ଚଳଗୁଡ଼ିକରେ ଏହି ଆହାର କେନ୍ଦ୍ର ଖୋଲିଥିଲେ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top