Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ବଜେଟ୍ ପାଇଁ ଅନଲାଇନରେ ଆସିଛି ୧୨ ହଜାର ଲୋକଙ୍କ ମତାମତ

ପ୍ରାକ୍ ବଜେଟ୍ ପରାମର୍ଶ ବୈଠକ ପରେ ମୁଖ୍ୟମନ୍ତ୍ରୀଙ୍କ ସୂଚନା । ଚଳିତବର୍ଷ ଅନଲାଇନ ମାଧ୍ୟମରେ ଆସିଛି ୧୨ ହଜାରରୁ ଅଧିକ ଲୋକଙ୍କ ମତାମତ । ପୂର୍ବ ବର୍ଷ ତୁଳନାରେ ଏହା ୬ ଗୁଣା ଅଧିକ ଆସିଛି ମତାମତ ।ଲୋକଙ୍କ ଆଶା ପ୍ରତିଫଳିତ କରିବାକୁ ଉଦ୍ୟମ ଜାରି ରହିବ । ବଜେଟ ପାଇଁ ଲୋକଙ୍କ ମତାମତ ଲୋଡ଼ା ଯାଇଥିଲା। ବିଭିନ୍ନ ବର୍ଗର ଲୋକେ ନିଜ ନିଜର ମତାମତ ଦେଇଛନ୍ତି।

ଆଜିର ବୈଠକରେ ୨୬ଟି ମୂଲ୍ୟବାନ ପ୍ରସ୍ତାବ ପାଇଛୁ । ବିଭାଗ ତରଫରୁ ମୂଲ୍ୟବାନ ପ୍ରସ୍ତାବ ଲିପିବଦ୍ଧ କରାଯାଇଛି । ଏସବୁ ପ୍ରସ୍ତାବ ବଜେଟରେ ପ୍ରତିଫଳିତ କରିବାକୁ ଚେଷ୍ଟା କରିବୁ ।ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ଅଧ୍ୟକ୍ଷତାରେ ପ୍ରାକ ବଜେଟ ପରାମର୍ଶ ବୈଠକ ଆୟୋଜିତ ହୋଇଛି। ବୈଠକରେ ବିଭିନ୍ନ ବର୍ଗର ୮୦ରୁ ଅଧିକ ବିଶେଷଜ୍ଞ ସାମିଲ ହୋଇଥିଲେ। ୨୦୨୪-୨୫ ବଜେଟ ରୂପରେଖ ନେଇ ବୈଠକରେ ବିସ୍ତୃତ ଆଲୋଚନା କରାଯାଇଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top