Latest

ବଦଳିବ ଲକ୍ଷ୍ମୀ ବସ୍‌ ନାଁ ଓ ରଖାଯିବ ମୁଖ୍ୟମନ୍ତ୍ରୀ ବସ୍‌ ସେବା

Posted on

ବଦଳିବ ଲକ୍ଷ୍ମୀ ବସର ନାଁ। ଲକ୍ଷ୍ମୀ ବସ୍‌ ନାଁ ବଦଳିବ ବୋଲି ପରିବହନ ମନ୍ତ୍ରୀ ବିଭୁତି ଜେନା ସୂଚନା ଦେଇଛନ୍ତି। ସେ କହିଛନ୍ତି ଲକ୍ଷ୍ମୀ ବସ୍‌ ନାଁ ବଦଳାଇ ମୁଖ୍ୟମନ୍ତ୍ରୀ ବସ୍‌ ସେବା କରାଯିବ। ଏହା ଅତିଶୀଘ୍ର କାର୍ଯ୍ୟକାରୀ କରାଯିବ ।ପୂର୍ବରୁ ଥିବା ବିଜେଡି ସରକାର ଏହି ଯୋଜନା ଆରମ୍ଭ କରିଥିଲେ । ତେବେ ଓଡ଼ିଶାରେ ସରକାର ବଦଳିବା ପରେ ଯୋଜନା ବି ବଦଳାଇଯାଉଛି।

ପୂର୍ବରୁ ନୂଆ ସରକାର ଲକ୍ଷ୍ମୀ ବସ ନାଁ ପରିବର୍ତ୍ତନ କରିବେ ନାଁ ସେହି ନାଁ ରହିବ ତାହାକୁ ନେଇ ଚର୍ଚ୍ଚା ଚାଲଥିବା ବେଳେ ଆଜି ଏହାକୁ ମନ୍ତ୍ରୀ ସ୍ପଷ୍ଟ କରିଛନ୍ତି। ଠିକ ଭାବରେ ଲୋକମାନଙ୍କୁ ବସ ସେବାକୁ ଯୋଗେଇଦେବା ପାଇଁ ପରିବହନ ବିଭାଗ ମନ୍ତ୍ରୀ ବିଭୂତି ଜେନା କହିଛନ୍ତି ।

Leave a Reply

Your email address will not be published. Required fields are marked *

Most Popular

Exit mobile version