Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜନୀତି

ବଦଳିଲେ ପିସିସି ସଭାପତି

ଭୁବନେଶ୍ୱର :ଶେଷରେ ରାଜ୍ୟ କଂଗ୍ରେସରେ ନବକଳେବର ହୋଇଛି। ପିସିସି ସଭାପତି ପ୍ରସାଦ ହରିଚନ୍ଦନଙ୍କୁ ତାଙ୍କ ପଦରୁ ହଟାଇ ଦିଆଯାଇଛି। ତାଙ୍କ ବଦଳରେ କଂଗ୍ରେସର ବରିଷ୍ଠ ନେତା ନିରଞ୍ଜନ ପଟ୍ଟନାୟକଙ୍କୁ ଏହି ଦାୟିତ୍ୱ ଦିଆଯାଇଛି। ଆଜି ଦିଲ୍ଲୀରେ ରାଜ୍ୟ କଂଗ୍ରେସର ପ୍ରଭାରୀ ଜିତେନ୍ଦ୍ର ସିଂହ ଏହି ସୂଚନା ଦେଇଛନ୍ତି। କଂଗ୍ରେସ ଅଧକ୍ଷ ରାହୁଲ ଗାନ୍ଧିଙ୍କ ବାସଭବନରେ ପିସିସ ସଭାପତି ପରିବର୍ତ୍ତନ ନେଇ ଆଲୋଚନା ହୋଇଥିଲା। ଏହି ବୈଠକରେ ରାଜ୍ୟ କଂଗ୍ରେସ ପକ୍ଷରୁ ପ୍ରସାଦ ହରିଚନ୍ଦନ, ନିରଞ୍ଜନ ପଟ୍ଟନାୟକ, ନରସିଂହ ମିଶ୍ର, ଭକ୍ତ ଦାସ, ପ୍ରଦୀପ ମାଝୀ, ଚିରଂଜୀବ ବିଶ୍ୱାଳ, ନବ ଦାସ ଉପସ୍ଥିତ ଥିଲେ। ଏହି ବୈଠକରେ ନିରଞ୍ଜନଙ୍କୁ ପିସିସି ସଭାପତି ଭାବେ ଚୟନ କରାଯାଇଛି। ଏନେଇ ଏଆଇସିସ ପକ୍ଷରୁ ଏକ ପ୍ରେସ୍‌ ରିଲିଜ୍‌ ଜାରି କରାଯାଇଛି। ଏଥିସହ ପିସିସିର ୩ ଜଣ କାର୍ଯ୍ୟକାରୀ ସଭାପତିଙ୍କ ନାଁ ମଧ୍ୟ ଘୋଷଣା କରାଯାଇଛି। ସେମାନେ ହେଲେ ନବ ଦାସ, ଚିରଞ୍ଜୀବ ବିଶ୍ୱାଳ ଓ ପ୍ରଦୀପ ମାଝୀ। ସେହିପରି ଭକ୍ତ ଦାସ ପ୍ରଚାର କମିଟି ମୁଖ୍ୟ, ହେମାନନ୍ଦ ବିଶ୍ୱାଳଙ୍କୁ ଶୃଙ୍ଖଳା କମିଟି ମୁଖ୍ୟ ଦାୟିତ୍ୱ ଏବଂ ପ୍ରଭାରୀ ଜିତେନ୍ଦ୍ର ସିଂହଙ୍କୁ ସମନ୍ୱୟ କମିଟି ଅଧ୍ୟକ୍ଷ ଭାବେ ଦାୟିତ୍ୱ ଦିଆଯାଇଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top