Latest

ବନକଲାଗି ନୀତି ପାଇଁ ୩ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ

Posted on

ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି ଅନୁଷ୍ଠିତ ହେବ। ତେଣୁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ୩ ଘଣ୍ଟା ବନ୍ଦ ରହିବ । ଶ୍ରୀଜିଉଙ୍କ ବନକଲାଗି ନୀତି ଲାଗି ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ସନ୍ଧ୍ୟା ୬ରୁ ରାତି ୯ଟା ପର୍ଯ୍ୟନ୍ତ ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

Leave a Reply

Your email address will not be published. Required fields are marked *

Most Popular

Exit mobile version