Latest

ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟ ହେଲେ ଓଡ଼ିଶାର ଆଡଭୋକେଟ୍ ଜେନେରାଲ୍

Posted on

ଓଡ଼ିଶାର ଆଡଭୋକେଟ୍ ଜେନେରାଲ୍ ଭାବରେ ଓଡ଼ିଶାର ହାଇକୋର୍ଟର ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟ ନିଯୁକ୍ତ ହୋଇଛନ୍ତି । ରାଜ୍ୟପାଳ ରଘୁବର ଦାସ ତାଙ୍କୁ ଓଡ଼ିଶାର ଏଜି ଭାବେ ନିଯୁକ୍ତି ଦେଇଛନ୍ତି।

Leave a Reply

Your email address will not be published. Required fields are marked *

Most Popular

Exit mobile version