Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ବିଜେଡି ସରକାରରେ ବିଭିନ୍ନ ବିଭାଗର ଉପଦେଷ୍ଟା ଦାୟିତ୍ୱମୁକ୍ତ

ବିଜେଡି ସରକାର ସମୟରେ ରାଜ୍ୟର ବିଭିନ୍ନ ବିଭାଗର ଉପଦେଷ୍ଟା ଭାବେ ଅନେକ ବ୍ୟକ୍ତିବିଶେଷଙ୍କୁ ନିଯୁକ୍ତି ଦିଆଯାଇଥିଲା। ହେଲେ ସରକାରଙ୍କ କାର୍ଯ୍ୟକ୍ରମ ତଥା କାର୍ଯ୍ୟ ଦକ୍ଷତା ବୃଦ୍ଧିରେ ଏହାଦ୍ବାରା କୌଣସି ଉନ୍ନତି ପରିଲକ୍ଷିତ ହେଉ ନ ଥିବାରୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହି ଉପଦେଷ୍ଟା ମାନଙ୍କୁ ଦାୟିତ୍ଵ ମୁକ୍ତ କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଉକ୍ତ ଉପଦେଷ୍ଟାମାନଙ୍କୁ ଦାୟିତ୍ୱ ମୁକ୍ତ କରିବା ଲାଗି ନିଷ୍ପତ୍ତି ଗ୍ରହଣ କରାଯାଇଥିବା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top