Latest

ବିଜେଡି ସରକାରରେ ବିଭିନ୍ନ ବିଭାଗର ଉପଦେଷ୍ଟା ଦାୟିତ୍ୱମୁକ୍ତ

Posted on

ବିଜେଡି ସରକାର ସମୟରେ ରାଜ୍ୟର ବିଭିନ୍ନ ବିଭାଗର ଉପଦେଷ୍ଟା ଭାବେ ଅନେକ ବ୍ୟକ୍ତିବିଶେଷଙ୍କୁ ନିଯୁକ୍ତି ଦିଆଯାଇଥିଲା। ହେଲେ ସରକାରଙ୍କ କାର୍ଯ୍ୟକ୍ରମ ତଥା କାର୍ଯ୍ୟ ଦକ୍ଷତା ବୃଦ୍ଧିରେ ଏହାଦ୍ବାରା କୌଣସି ଉନ୍ନତି ପରିଲକ୍ଷିତ ହେଉ ନ ଥିବାରୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହି ଉପଦେଷ୍ଟା ମାନଙ୍କୁ ଦାୟିତ୍ଵ ମୁକ୍ତ କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଉକ୍ତ ଉପଦେଷ୍ଟାମାନଙ୍କୁ ଦାୟିତ୍ୱ ମୁକ୍ତ କରିବା ଲାଗି ନିଷ୍ପତ୍ତି ଗ୍ରହଣ କରାଯାଇଥିବା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Leave a Reply

Your email address will not be published. Required fields are marked *

Most Popular

Exit mobile version