Latest

ବିଜେପିରେ ମିଶିଲେ ପ୍ରସନ୍ନ ପାଟ୍ଟଶାଣୀ

Posted on

ଆଜି ଶଙ୍ଖ ଛାଡ଼ି ପଦ୍ମ ଧରିଲେ ପ୍ରସନ୍ନ ପାଟ୍ଟଶାଣୀ। ବିଜେପିରେ ସାମିଲ ହେଲେ ପ୍ରସନ୍ନ ପାଟ୍ଟଶାଣୀ। ଶଙ୍ଖ ଛାଡି ପଦ୍ମ ଧରିଲେ ବରିଷ୍ଠ ନେତା ପ୍ରସନ୍ନ ପାଟ୍ଟଶାଣୀ। ଦିଲ୍ଲୀ ବିଜେପି କାର୍ଯ୍ୟାଳୟ ଯାଇ ସାମିଲ ହେଲେ ପାଟ୍ଟଶାଣୀ । ଦୀର୍ଘ ବର୍ଷ ଧରି ବିଜେଡିରେ ଥିଲେ ପ୍ରସନ୍ନ ପାଟ୍ଟଶାଣୀ।

ପ୍ରସନ୍ନ ପାଟ୍ଟଶାଣୀ ୫ଥର ସାଂସଦ ଭାବେ ନିର୍ବାଚନ ଜିତିସାରିଛନ୍ତି । ୧୯୯୮ରୁ ୨୦୧୯ ଯାଏଁ ସେ ଭୁବନେଶ୍ୱରର ସାଂସଦ ଭାବେ ବିଜୟୀ ହୋଇଥିଲେ । କିନ୍ତୁ ୫ ଥର ବିଜୟୀ ହେବା ପରେ ବି ୨୦୧୯ରେ ଦଳ ତାଙ୍କ ଉପରେ ଭରସା ନକରି ଅରୂପ ପଟନାୟଙ୍କୁ ଭରସା କରି ତାଙ୍କୁ ଟିକେଟ୍ ଦେଇଥିଲା ।

Leave a Reply

Your email address will not be published. Required fields are marked *

Most Popular

Exit mobile version