Latest
ବିଧାନସଭାର ଦ୍ବିତୀୟ ଅଧିବେଶନରେ ଆସିବ ସୁଭଦ୍ରା ଯୋଜନାର SOP
ଆସନ୍ତାକାଲିଠୁ ଆରମ୍ଭ ହେଉଛି ବିଧାନସଭାର ଦ୍ବିତୀୟ ଅଧିବେଶନ । ଏହି ଅଧିବେଶନରେ ଆସିବ ସୁଭଦ୍ରା ଯୋଜନାର SOP ବୋଲି ଘୋଷଣା କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀ କହିଛନ୍ତି ମହିଳାଙ୍କ ସୁରକ୍ଷା ପାଇଁ ହୋଇଛି ସୁଭଦ୍ରା ଯୋଜନା ।ବିଧାନସଭା ଚାଲିବାକୁ ଥିବାରୁ ଆଜି ଘୋଷଣା ହେବନି ସୁଭଦ୍ରା SOP ।