Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ବିହାର ମେଟ୍ରୋ ଟ୍ରାଜେଡ଼ି: ମୃତ ଓଡ଼ିଆ ଶ୍ରମିକଙ୍କ ପରିବାର ପାଇଁ ୬ ଲକ୍ଷ ସହାୟତ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ବିହାରର ରାଜଧାନୀ ପାଟନାର ଚାଲିଥିବା ମେଟ୍ରୋ ରେଳ ପ୍ରକଳ୍ପର କାମ ବେଳେ ହୋଇଥିବା ଦୁର୍ଘଟଣାରେ ମୃତ ବରଣ କରିଥିବା ଦୁଇ ଓଡ଼ିଆ ଶ୍ରମିକ ପାଇଁ ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିବା ସହ ତାଙ୍କ ପରିବାର ପାଇଁ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।ମୃତ ଓଡ଼ିଆ ଶ୍ରମିକ ନୟାଗଡ ଜିଲ୍ଲା ଗଣିଆ ବ୍ଲକ ରାସଙ୍ଗ ପଞ୍ଚାୟତ ଗୋଛାବାଡି ଗାଁର ମନୋଜ ବେହେରା ଓ କାଦୁଆ ଗାଁର ବିଜୟ ବେହେରାଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ରାଜ୍ୟ ସରକାର ୬ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି ।

ସୂଚନା ଯୋଗ୍ୟ; ବିହାରର ରାଜଧାନୀ ପାଟନାର ମେଟ୍ରୋ ରେଳ ପ୍ରକଳ୍ପର କାର୍ଯ୍ୟ ଚାଲିଥିବା ବେଳେ ମାଟି ହଟାଇବା ସମୟରେ ନିର୍ମାଣ ମେସିନର ବ୍ରେକ୍ ଫେଲ୍ ହୋଇ ଅନିୟନ୍ତ୍ରିତ ଭାବେ ଓଲଟି ପଡ଼ିଥିଲା। ଏହି କାମରେ ନିୟୋଜିତ ୮ ଜଣ ଶ୍ରମିକ ପୋତି ହୋଇଯାଇଥିଲେ। ଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିଲା। ଆଉ ୭ ଜଣ ଆହତଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଥିରୁ ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଥିଲା। ଏହା ପରେ ଏଠାରେ ମୃତ୍ୟୁ ବରଣ କରିଥିବା ଶ୍ରମିକ ଓଡ଼ିଶାର ବାସିନ୍ଦା ବୋଲି ଜଣାପଡିଥିଲା ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top