Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ବ୍ରହ୍ମପୁର ବିଶ୍ବ ବିଦ୍ୟାଳୟରେ ରାଗିଂ ଘଟଣା: ୧୭ ଛାତ୍ରଙ୍କ ଉପରେ କାର୍ଯ୍ୟାନୁଷ୍ଠାନ

ବ୍ରହ୍ମପୁର ବିଶ୍ବ ବିଦ୍ୟାଳୟରେ ରାଗିଂ ଘଟଣାରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଏ ନେଇ ଶୃଙ୍ଖଳା କମିଟର ତଦନ୍ତ ପରେ ୧୭ ଜଣ ଛାତ୍ରଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ସପ୍ତାହକ ମଧ୍ୟରେ ୪ ଜଣ ଛାତ୍ରଙ୍କୁ ହଷ୍ଟେଲ ଛାଡ଼ିବାକୁ କର୍ତ୍ତୃପକ୍ଷ ନିର୍ଦ୍ଦେଶ ଦେଇଛନ୍ତି। ୧୩ ଜଣଙ୍କୁ ଜରିମାନା ସହ ଅଣ୍ଡରଟେକିଂ ଲେଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏ ସମ୍ପର୍କରେ ବିଶ୍ବବିଦ୍ୟାଳୟର କୁଳପତି ଗୀତାଞ୍ଜଳି ଦାସ ସୂଚନା ଦେଇଛନ୍ତି।୨୧ ତାରିଖରେ ନୂତନ ଛାତ୍ରାବାସରେ ରାଗିଂ ନେଇ ଅଭିଯୋଗ ହୋଇଥିଲା। ପ୍ରଥମ ବର୍ଷର ଛାତ୍ରଙ୍କୁ ମାନସିକ ନିର୍ଯାତନା ସହ ରାଗିଂ କରାଯାଇଥିବା ଅଭିଯୋଗ ହୋଇଥିଲା। ଏ ନେଇ ପୀଡ଼ିତ ୟୁଜିସିର ଆଣ୍ଟିରାଗିଂ ସେଲ୍‌ରେ ଅଭିଯୋଗ କରିଥିଲେ। ୟୁଜିସି ପକ୍ଷରୁ ୨୨ ତାରିଖରେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ତଦନ୍ତ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା।

Click to comment

Leave a Reply

Your email address will not be published. Required fields are marked *

Most Popular

To Top