Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଭଙ୍ଗା ଚାଲିଛି ବବି ଦାସଙ୍କ ସରକାରୀ କ୍ବାର୍ଟର୍ସ

ଭଙ୍ଗା ଚାଲିଛି ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଓରଫ୍ ବବି ଦାସଙ୍କ ସରକାରୀ କ୍ବାର୍ଟର୍ସ। ସରକାରୀ ଆବାସ ଭିତରେ ଥିଲା ବିଶାଳ ଆଲିଶାନ୍ ବଙ୍ଗଳା। କ୍ୱାର୍ଟର୍ସ ପରିସରରେ ହୋଇଥିବା ଅଣ୍ଡର ଗ୍ରାଉଣ୍ଡ ନିର୍ମାଣକୁ ଭଙ୍ଗାଯାଉଛି। ଅଣ୍ତର୍ ଗ୍ରାଉଣ୍ତରେ ପାଖାପାଖି ୨ରୁ ୩ କୋଟି ଟଙ୍କା ଖର୍ଚ୍ଚ ହୋଇଥିବା ଜଣାପଡ଼ୁଛି ।ତେବେ କିଏ କାହିଁକି ଭାଙ୍ଗୁଛି ତାହା ଏଯାଏ ଜଣାପଡିନାହିଁ। ଅଣ୍ଡର ଗ୍ରାଉଣ୍ଡରୁ ଗୋଟିଏ ଏବଂ ଉପରକୁ ୩ ମହଲା କୋଠା ହୋଇଥିଲା। ଯାହାକୁ ଏବେ ଭଙ୍ଗାଯାଉଛି। ପ୍ରଥମ ମହଲାରେ ବୈଠକ ହେଉଥିବା ବେଳେ ଦ୍ୱିତୀୟ ମହଲାରେ ବବିଙ୍କ ରୁମ୍ ଥିଲା । ଏହା ସହ ତୃତୀୟ ମହଲାରେ ଦଳୀୟସାମଗ୍ରୀ ରହିଥିବା କୁହାଯାଉଛି । ୧୦ ରୁ ଉର୍ଦ୍ଧ୍ୱ ଶ୍ରମିକ ମିଶି ଘର ଭାଙ୍ଗୁଥିବା ଜଣା ପଡ଼ୁଛି ।ତେବେ କେଉଁ ଉଦ୍ଦେଶ୍ୟରେ ସରକାରୀ ଘରେ ପ୍ରଣବ ଏହାକୁ ନିର୍ମାଣ କରିଥିଲେ। ଯଦି କରିଥିଲେ କାହା ଅନୁମତିରେ କରିଥିଲେ ତାହା ଏବେ ପ୍ରଶ୍ନବାଚୀ ସୃଷ୍ଟି କରିଛି।

ଆଉ ଏବେ ପ୍ରମାଣ ନଷ୍ଟ କରିବାକୁ ଯାଇ କୋଟି କୋଟି ଟଙ୍କାରେ ନିର୍ମାଣ ହୋଇଥିବା ଘରକୁ ଭାଙ୍ଗୁଥିବା ନେଇ ଚର୍ଚ୍ଚା ହେଉଛି। ଉକ୍ତ ଘର ଫାଟକରେ ତାଲା ପଡ଼ିଥିବା ବେଳେ ଭିତରେ ଚାଲିଛି ଘର ଭଙ୍ଗା। ଏଣେ ଏନେଇ ସରକାରୀ କଳ ବା ପ୍ରଶାସନ କାହିଁକି ଚୁପ୍ ତାକୁ ନେଇ ବି ପ୍ରଶ୍ନ ଉଠିଛି। ଏଣେ ଘଟଣା ପ୍ରଘଟ ହେବା ପରେ ଉକ୍ତ ଘର ଆଗରେ ଲୋକଙ୍କ ଭିଡ଼ ଜମିଛି।

ଅନ୍ୟପଟେ କେଉଁ ଉଦ୍ଦେଶ୍ୟରେ ପ୍ରଣବ କୋଟି କୋଟି ଟଙ୍କାରେ ନିର୍ମାଣ କରିଥିବା ବାସଭବନରେ ଅଣ୍ଡର ଗ୍ରାଉଣ୍ଡକୁ ଭାଙ୍ଗିଦିଏ ଯାଉଛି ତାହାକୁ ନେଇ ଚାରିଆଡ଼େ ପ୍ରଶ୍ନବାଚ ଉଠୁଥିବା ବେଳେ ଏହାକୁ ନେଇ ବବି ମୁହଁ ଖୋଲିଛନ୍ତି। ସେ କହିଛନ୍ତି ନିୟମ ଅନୁସାରେ ଘର ଯେମିତି ନେଇଥିଲି ସେମିତି ଫେରାଇବି । ଯେହେତୁ ସମ୍ପାଦକ ଥିଲି ଅନେକ ଲୋକ ଆସୁଥିଲେ । ଲୋକଙ୍କ ଅଭିଯୋଗ ଶୁଣିବା ପାଇଁ ଏହାର ବ୍ୟବସ୍ଥା ହୋଇଥିଲା । ଘର ଛାଡ଼ିବା ପାଇଁ ୧୫ ତାରିଖ ଯାଏ ସମୟ ଅଛି । ୧୫ ପୂର୍ବରୁ ନିୟମ ଅନୁସାରେ ଘର ଫେରାଇବି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top