ରାଜ୍ୟ

ଭୁବନେଶ୍ବରରେ ପହଞ୍ଚିଲେ ଜେ.ପି ନଡ୍ଡା

Posted on

ବିଜେପି ରାଷ୍ଟ୍ରୀୟ ସଭାପତି ଜେ.ପି ନଡ୍ଡା ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ଭବ୍ୟ ସ୍ୱାଗତ କରାଯାଇଛି। ଏଜି ଛକରେ ଥିବା ବାବା ସାହେବ ଡକ୍ଟର ଭୀମରାଓ ଆମ୍ବେଦକର ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ। ଏହା ପରେ ବୁଦ୍ଧିଜୀବୀ ସମ୍ମିଳନୀରେ ଯୋଗଦେଇ ଦଳର ସଦସ୍ୟତା ଅଭିଯାନ ସମ୍ପର୍କରେ ଆଲୋଚନା କରିବେ। ମଧ୍ୟାହ୍ନରେ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ମନ୍ତ୍ରୀ, ସାଂସଦ, ବିଧାୟକ ଓ ରାଜ୍ୟ ପଦାଧିକାରୀଙ୍କ ସହ ସଦସ୍ୟତା ଅଭିଯାନ ନେଇ ଆଲୋଚନା କରି ସେମାନଙ୍କୁ ଗୁରୁମନ୍ତ୍ର ଦେବେ।

Leave a Reply

Your email address will not be published. Required fields are marked *

Most Popular

Exit mobile version