Latest

ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା

Posted on

ପୁରୀରେ ବିଜେପି ରାଜ୍ୟ ପଦାଧିକାରୀ ବୈଠକ ହୋଇଯାଇଥିବା ବେଳେ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଆରମ୍ଭ ହେବ। ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ବୈଠକ ଉଦଘାଟନ କରିବେ । ଏଥିପାଇଁ ଭୁବନେଶ୍ବରରେ ପହଞ୍ଚିଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ଭବ୍ୟ ସ୍ବାଗତ କରାଯାଇଛି।

Leave a Reply

Your email address will not be published. Required fields are marked *

Most Popular

Exit mobile version