Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ମଦଭାଟିରେ ଚାଲିବ ବୁଲ୍‌ଡୋଜର: ପୃଥ୍ବୀରାଜ

ରାଜ୍ୟରେ ଥିବା ଚୋରା ମଦ ଭାଟିକୁ ଗୁଣ୍ଡ କରିବ ବୁଲ୍‌ଡୋଜର । ଚୋରା ମଦ କାରବାର ନେଇ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପ୍ରତିକ୍ରିୟା ଦେଇ କହିଛନ୍ତି ସାରା ରାଜ୍ୟରେ ଥିବା ଚୋରା ମଦ ଭାଟି ଚଢ଼ାଉ କରାଯାଉଛି । ଯେଉଁଠି ଚୋରା ମଦ ଭାଟି ଅଛି ତାକୁ ବୁଲ୍‌ଡୋଜର ଲଗାଇ ସଫା କରାଯିବ । ଏ ପର୍ଯ୍ୟନ୍ତ ୨୧୭ଟି ବେଆଇନ ମଦ ଭାଟି ଉପରେ ଚଢାଉ କରାଯାଇଥିବା ବେଳେ ୧୧୭ ଜଣମକୁ ଗିରଫ କରାଯାଇଛି।

ମନ୍ତ୍ରୀ ପୃଥ୍ବୀରାଜ ଆଉ ମଧ୍ୟ କହିଛନ୍ତି ଚିକିଟି ଘଟଣାରେ ବ୍ରହ୍ମପୁର ଅବକାରୀ ଅଧୀକ୍ଷକଙ୍କୁ ବଦଳି କରାଯାଇଛି । ଦୁଇ ଜଣ ଅବକାରୀ କର୍ମଚାରୀଙ୍କୁ ନିଲମ୍ବିତ କରାଯାଇଛି । ଏହି ମାମଲାରେ ଆରଡିସି ସ୍ତରୀୟ ତଦନ୍ତ ହେବ। ୨ ମାସ ମଧ୍ୟରେ ରିପୋର୍ଟ ଆସିବ। ରିପୋର୍ଟ ଆସିଲା ପରେ କାର୍ଯାନୁଷ୍ଠାନ ନିଆଯିବ । ଚୋରା ମଦ ବନ୍ଦ ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ

Click to comment

Leave a Reply

Your email address will not be published. Required fields are marked *

Most Popular

To Top