Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ମନୀଷ ସିସୋଦିଆଙ୍କୁ ମିଳିଲା ଜାମିନ୍

ଅବକାରୀ ଦୁର୍ନୀତି ମାମଲାରେ ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ୍ ସିସୋଦିଆଙ୍କୁ ମିଳିଲା ବଡ଼ ଆଶ୍ୱସ୍ତି । ସୁପ୍ରିମକୋର୍ଟରୁ ମନୀଷଙ୍କୁ ମିଳିଲା ଜାମିନ୍ । ସର୍ବୋଚ୍ଚ ଅଦାଲତ ସିସୋଦିଆଙ୍କୁ ୩ଟି ସର୍ତ୍ତରେ ଜାମିନ୍‌ ପ୍ରଦାନ କରିଛନ୍ତି । ପ୍ରଥମତଃ, ତାଙ୍କୁ ୧୦ ଲକ୍ଷ ଟଙ୍କା ବଣ୍ଡ୍‌ ଭରିବାକୁ ପଡ଼ିବ । ଏବଂ ପ୍ରତି ସୋମବାର ତାଙ୍କୁ ଥାନାରେ ସାକ୍ଷ୍ୟ ଦେବାକୁ ପଡ଼ିବ । ଏହା ସହ ସିସୋଦିଆ ନିଜର ପାସ୍‌ପୋର୍ଟ ସରେଣ୍ଡର୍‌ କରିବେ । କୌଣସି ପ୍ରମାଣ ନଷ୍ଟ ପାଇଁ ଚେଷ୍ଟା ନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରମକୋର୍ଟ।

ଫେବ୍ରୁଆରୀ ୨୫, ୨୦୨୩ରେ ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ୍ ସିସୋଦିଆଙ୍କୁ ଗିରଫ କରିଥିଲା ସିବିଆଇ। ଏହାପରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ତିହାଡ ଜେଲ ଭିତରେ ତାଙ୍କୁ ପଚରାଉଚରା କରିଥିଲା। ପରେ ମାର୍ଚ୍ଚ ୯ ତାରିଖ ସିବିଆଇର ଏଫ୍‌ଆଇଆର୍‌ ସହ ଜଡିତ ମନିଲଣ୍ଡରିଂ ମାମଲାରେ ତାଙ୍କୁ ଗିରଫ କରିଥିଲା ଇଡି। ଏହାପରେ ଫେବ୍ରୁଆରୀ ୨୮ ତାରିଖରେ ସିସୋଦିଆ ଦିଲ୍ଲୀ କ୍ୟାବିନେଟ୍‌ରୁ ଇସ୍ତଫା ଦେଇଥିଲେ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top