Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ୩ୟ ପ୍ରାର୍ଥୀ ତାଲିକା ଜାରି କଲା ବିଜେପି

ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟୀ ତୃତୀୟ ପ୍ରାର୍ଥୀ ତାଲିକା ଜାରି କରିଛି । ସୋମବାର ପ୍ରକାଶ ପାଇଥିବା ତାଲିକାରେ ୨୫ଟି ଆସନରେ ବିଜେପି ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି । ଏହାକୁ ମିଶାଇ ମୋଟ ୧୪୬ଟି ଆସନ ପାଇଁ ଦଳ ପ୍ରାର୍ଥୀ ଘୋଷଣା କରିଛି ।ଏହା ସହିତ ନାନ୍ଦେଡ଼ ଲୋକସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ପାଇଁ ଦଳ ସଂତୁକ ମାରୋତରାବ ହମ୍ୱଡେଙ୍କୁ ମଇଦାନକୁ ଓହ୍ଲାଇଛି । କଂଗ୍ରେସ ସାଂସଦ ବସନ୍ତରାଓ ଚହ୍ୱାଣଙ୍କ ଅକାଳ ବିୟୋଗ ପରେ ଉକ୍ତ ଆସନ ଖାଲି ପଡ଼ିଥିଲା । କଂଗ୍ରେସ ଏଠାରେ ସ୍ୱର୍ଗତ ବସନ୍ତରାଓ ଚହ୍ୱାଣଙ୍କ ପୁଅ ରବୀନ୍ଦ୍ର ଚହ୍ୱାଣଙ୍କୁ ପ୍ରାର୍ଥୀ କରିଛି ।

ଆଜିର ତାଲିକାକୁ ମିଶାଇ ମେଣ୍ଟରେ ବର୍ତ୍ତମାନ ସୁଦ୍ଧା ୨୮୮ଟି ଆସନରୁ ୨୬୦ଟି ଆସନ ପାଇଁ ପ୍ରାର୍ଥୀ ଦେଇଛି । ଏହି ମେଣ୍ଟରେ ବିଜେପି, ଅଜିତ ପାୱାରଙ୍କ ଏନସିପି ଏବଂ ଏକନାଥ ସିନ୍ଦେଙ୍କ ଶିବସେନା ଦଳ ସାମିଲ ଅଛନ୍ତି । ବିଜେପି ପ୍ରଥମ ତାଲିକାରେ ୯୯ ଜଣ ଓ ଦ୍ୱିତୀୟ ତାଲିକାରେ ୨୨ ଜଣଙ୍କ ନାମ ଘୋଷଣା କରିଥିଲା । ସେହିପରି ଶିବସେନା ୬୫ ଏବଂ ଏନସିପି ୪୯ ଆଶାୟୀଙ୍କ ନାମ ଘୋଷଣା କରାଯାଇଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top