Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ମହିଳାଙ୍କ ସୁବିଧା ପାଇଁ ସମସ୍ତ ସରକାରୀ ଓ ଘରୋଇ କର୍ଯ୍ୟାଳୟ ସହ ସର୍ବସାଧାରଣ ସ୍ଥାନରେ ପ୍ରତିଷ୍ଠା ହେବ ସ୍ତନ୍ୟପାନ କକ୍ଷ

ମହିଳାଙ୍କ ସୁବିଧା ନିମନ୍ତେ ରାଜ୍ୟର ସମସ୍ତ ସରକାରୀ ଓ ଘରୋଇ କର୍ଯ୍ୟାଳୟ ସହ ସର୍ବସାଧାରଣ ସ୍ଥାନରେ ପ୍ରତିଷ୍ଠା ହେବ ସ୍ତନ୍ୟପାନ କକ୍ଷ । ଏହା ସହ ଆରାମଦାୟକ, ଏକାନ୍ତ ଏବଂ ସ୍ଵଚ୍ଛ ସ୍ଥାନ ପ୍ରତିଷ୍ଠା କରିବା ପାଇଁ ସବୁ ଜିଲ୍ଲାପାଳ ଓ ବିଭାଗକୁ ଚିଠି ଲେଖିଲେ ମହିଳା ଓ ଶିଶୁ କଲ୍ୟାଣ ବିଭାଗ । ଏହି ପଦକ୍ଷେପ ଦ୍ବାରା କର୍ମଜୀବୀ ମା’ମାନଙ୍କ ପାଇଁ ସହାୟକ ହେବା ଏହାଦ୍ବାରା ସଂପୃକ୍ତି ମହିଳା କର୍ମଜୀବୀଙ୍କ ବୃତ୍ତିଗତ ଏବଂ ବ୍ୟକ୍ତିଗତ ଦାୟିତ୍ୱକୁ ସନ୍ତୁଳିତ କରିପାରିବେ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top