Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ମୋଦୀଙ୍କ ରୋଡ ଶୋ’ ପାଇଁ ଜାରିହେଲା ଟ୍ରାଫିକ ନିର୍ଦ୍ଦେଶନାମା

ମୋଦୀଙ୍କ ରୋଡ ଶୋ’ ପାଇଁ ଜାରିହେଲା ଟ୍ରାଫିକ ନିର୍ଦ୍ଦେଶନାମା । ମୋଦୀଙ୍କ ରୋଡ ଶୋ’ ସମୟରେ ବନ୍ଦ ରହିବ ସମସ୍ତ ଯାନବାହାନ ଚଳାଚଳ। ଦିନ ୨ଟାଠାରୁ ଯାନବାହନ ଉପରେ କଟକଣା ଲଗାଯିବ । ୪ଟା ପରଠୁ କୌଣସି ଯାନବାହନ ଯିବା ଆସିବା କରିପାରିବ ନାହିଁ ।

ମାଷ୍ଟରକ୍ୟାଣ୍ଟିନଠାରୁ ବାଣୀବିହାର ଯାଏଁ ରାସ୍ତା ସିଲ୍ ରହିବ ।ଜନପଥକୁ ସଂଯୋଗ କରୁଥିବା ସବୁ ଗଳିରୁ ଗାଡି ରାସ୍ତାକୁ ଛଡାଯିବନି ।ମାଷ୍ଟରକ୍ୟାଣ୍ଟିନରୁ ବାଣୀବିହାର ସଂଯୋଗ ଗଳି ରାସ୍ତା ବନ୍ଦ ରହିବ । ସେହିପରି ବାଣୀବିହାରରୁ ମାଷ୍ଟରକ୍ୟାଣ୍ଟିନ ସଂଯୋଗ ଗଳି ରାସ୍ତା ମଧ୍ୟ ବନ୍ଦ ରହିବ ।ଅନ୍ୟପଟେ କାଲି ସଂଧ୍ୟାରେ ଭୁବନେଶ୍ୱରରେ ରୋଡ୍ ସୋ’ କରିବେ ପ୍ରଧାନମନ୍ତ୍ରୀ । ରାତି ୮ଟାରେ ମୋଦୀଙ୍କ ରାଲି ବିଜେପି ପାର୍ଟି ଅଫିସରୁ ବାହାରି ବାଣୀବିହାର ପର୍ଯ୍ୟନ୍ତ ଯିବ ।

ପ୍ରଧାନମନ୍ତ୍ରୀଙ୍କ ରାଲି ପୂର୍ବରୁ ଭୁବନେଶ୍ୱରରେ ପହଂଚିଛନ୍ତି ବ୍ଲାକ କ୍ୟାଟ୍ କମାଣ୍ଡୋ । ସୁରକ୍ଷା ସ୍ଥିତିର ଯାଂଚ କରିଛନ୍ତି ବ୍ଲାକ କ୍ୟାଟ୍ କମାଣ୍ଡୋ । ରାତିରେ ରାଜଭବନରେ ରାତ୍ରିଯାପନ କରିବେ । ଏହା ପରିଦିନ ଅର୍ଥାତ୍ ୧୧ ତାରିଖରେ ତିନିଟି ଜନସଭାରେ ସାମିଲ ହେବେ । ପ୍ରଥମେ ସକାଳ ୯ଟା ୩୦ରେ କନ୍ଧମାଳ ଷ୍ଟାଡିୟମ୍ ପଡ଼ିଆରେ ଏକ ସମାବେଶରେ ଯୋଗଦେବେ । ଦିନ ୧୧ଟା ୩୦ରେ ବଲାଙ୍ଗୀରରେ ଆୟୋଜିତ ସାଧାରଣ ସଭାରେ ଉଦ୍ବୋଧନ ଦେବେ । ଦିନ ଗୋଟାଏରେ ବରଗଡ଼ ଟୋଲ ଗେଟ୍ ପଡ଼ିଆରେ ମୋଦୀ ବିଶାଳ ଜନସଭାକୁ ସମ୍ବୋଧିତ କରିବେ

Click to comment

Leave a Reply

Your email address will not be published. Required fields are marked *

Most Popular

To Top