Latest

ଯବାନ-ନକ୍ସଲ ଗୁଳିବିନିମୟ ୫ ଯବାନ ସହିଦ

Posted on

ରାୟପୁର: ମାଲକାନଗିରି ଛତିଶଗଡ ସୀମାନ୍ତ ବିଜାପୁରରେ ନକ୍ସଲ-ସୁରକ୍ଷାକର୍ମୀ ମୁହାଁମୁହିଁ ହୋଇଛନ୍ତି। ଉଭୟଙ୍କ ମଧ୍ୟରେ ଜୋରଦାର ଗୁଳିବିନିମୟ ହୋଇଛି। ଗୁଳିବିନିୟମରେ ୫ ଜଣ ଯବାନ ସହିଦ ହୋଇଛନ୍ତି। ଏଥିସହ ୨୦ ଜଣ ସୁରକ୍ଷାକର୍ମୀ ଆହତ ହୋଇଥିବା ବେଳେ ୨ ଜଣ ନକ୍ସଲ ନିହତ ହୋଇଛନ୍ତି।

ସୂଚନାଯୋଗ୍ୟ ଯେ, ଛତିଶଗଡ ବିଜାପୁର ଜିଲ୍ଲାର ଜାରେମ ଅଞ୍ଚଳରେ ଥିବା ସିଲେଗୁର ଜଙ୍ଗଲରେ ନକ୍ସଲମାନେ କ୍ୟାମ୍ପ୍ କରି ରହିଥିବା ଗୁଇନ୍ଦା ବିଭାଗରୁ ସୂଚନା ମିଳିଥିଲା । ଏହାପରେ କୋବ୍ରା ବଟାଲିଅନ୍‌, ଡିଆରଜି ଓ ସିଆରପିଏଫ ବାହିନୀର ଯବାନମାନେ ମିଳିତ ଭାବେ କମ୍ବିଂ ଅପରେସନ କରିଥିଲେ ।

Leave a Reply

Your email address will not be published. Required fields are marked *

Most Popular

Exit mobile version