Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ରତ୍ନଭଣ୍ଡାର ଖୋଲିବାକୁ ପ୍ରସଙ୍ଗରେ ପ୍ରତିକ୍ରିୟା ଦେଲେ ଆଇନ ମନ୍ତ୍ରୀ

ଶ୍ରୀଜିଉଙ୍କ ଗଜ ବେଶ ଦର୍ଶନ ପରେ ରତ୍ନଭଣ୍ଡାର ଖୋଲିବା ନେଇ ଆଜି ପ୍ରତିକ୍ରିୟା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ସେ କହିଛନ୍ତି ରତ୍ନଭଣ୍ଡାର ଖୋଲିବା ନେଇ ଖୁବ୍‌ଶୀଘ୍ର ସରକାର ନିଷ୍ପତ୍ତି ନେବେ । କେବେ ଖୋଲିବ ସେନେଇ ଆଲୋଚନା ହୋଇଛି । ରତ୍ନଭଣ୍ଡାର ଖୋଲିବା ଓ ଗଣତି କରିବା ଏତେ ସହଜ ନୁହେଁ । ରତ୍ନଭଣ୍ଡାର ଗଣତି ଦିନେ ଦୁଇଦିନର କାମ ନୁହେଁ। ତେଣୁ ସମୟ ଲାଗିବ। ଗତଥର ଗଣିବା ପାଇଁ ୭୦ ଦିନ ଲାଗିଥିଲା। ଏଥର ମଧ୍ୟ ଗଣତି ଅଧିକ ସମୟ ଲାଗିବ। ପ୍ରାରମ୍ଭିକ ଆଲୋଚନା ସରିଛି, କେବେ ଖୋଲିବ ତାରିଖ ଶୀଘ୍ର ଜଣାଇବୁ ବୋଲି ମନ୍ତ୍ରୀ କହିଛନ୍ତି। ରତ୍ନଭଣ୍ଡାର ଖୋଲିବା ପାଇଁ ଏହି ସମୟ ଉପଯୁକ୍ତ ସମୟ ନୁହେଁ

Click to comment

Leave a Reply

Your email address will not be published. Required fields are marked *

Most Popular

To Top