Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ରତ୍ନଭଣ୍ଡାର ଚାବି ହଜିବା : ତଦନ୍ତ କରିବେ ଜଷ୍ଟିସ ରଘୁବୀର ଦାସ

ଭୁବନେଶ୍ୱର : ଶ୍ରୀମନ୍ଦିର ରତ୍ନଭଣ୍ଡାରର ଚାବି ହଜିବା ଘଟଣାର ତଦନ୍ତ ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ରଘୁବୀର ଦାସ କରିବେ । ରାଜ୍ୟ ସରକାର ଆଜି ଜଷ୍ଟିସ୍ ଦାସଙ୍କୁ ତଦନ୍ତ କମିଶନ ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି । ରତ୍ନଭଣ୍ଡାରର ଚାବି ହଜିବା ଘଟଣାକୁ ନେଇ ରାଜ୍ୟବ୍ୟାପୀ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ । ଆଇନ ମନ୍ତ୍ରୀ ପ୍ରତାପ ଜେନା ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପରେ ସରକାର ରତ୍ନଭଣ୍ଡାର ଚାବି ହଜିବା ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଥିଲେ ଓ ୩ମାସ ମଧ୍ୟରେ ରିପୋର୍ଟ ଦାଖଲ ପାଇଁ କମିଶନଙ୍କୁ କୁହାଯାଇଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top