Latest

ରଥଯାତ୍ରା ପାଇଁ ଗଡ଼ିବ ୩୧୫ ସ୍ବତନ୍ତ୍ର ଟ୍ରେନ୍‌

Posted on

ଚଳିତବର୍ଷ ଜୁଲାଇ ୭ରେ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ପ୍ରତିବର୍ଷ ରଥଯାତ୍ରା ପାଇଁ ପୁରୀରେ ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ହୋଇଥିବା ବେଳେ ଏହାକୁ ଦୃଷ୍ଟିରେ ରଖି ୩୧୫ ସ୍ବତନ୍ତ୍ର ଟ୍ରେନ୍‌ ଚଳାଚଳ କରିବ ବୋଲି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସୂଚନା ଦେଇଛନ୍ତି। ସେ କହିଛନ୍ତି ଟ୍ରେନ୍‌ଗୁଡ଼ିକ ରାଜ୍ୟର ସମସ୍ତ ଅଞ୍ଚଳକୁ ପହଞ୍ଚିବ। ଏହାଛଡ଼ା ୧୫ ହଜାର ଯାତ୍ରୀ ରହିବା ଭଳି ଟେଣ୍ଟ ଲଗାଯିବ।

Leave a Reply

Your email address will not be published. Required fields are marked *

Most Popular

Exit mobile version