Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ରାଜଭବନ ଆଗରେ ଯୁବ ଓ ଛାତ୍ର କଂଗ୍ରେସର ବିକ୍ଷୋଭ

ରାଜ୍ୟପାଳଙ୍କ ପୁଅ ASO ବୈକୁଣ୍ଠ ପ୍ରଧାନଙ୍କୁ ମାଡ଼ ମାରିଥିବା ଅଭିଯୋଗରେ ରାଜଭବନ ଆଗରେ କଂଗ୍ରେସର ବିକ୍ଷୋଭ । ରାଜ୍ୟପାଳଙ୍କ ଇସ୍ତଫା ସହ ଦୋଷୀ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି ।ରାଜ୍ୟପାଳ ରଘୁବର ଦାସଙ୍କ ପୁଅ ଲଳିତ କୁମାରଙ୍କ ନାଁରେ ସାଂଘାତିକ ଅଭିଯୋଗ ଆସିଛି । ରାଜଭବନ କର୍ମଚାରୀ ଡ୍ୟୁଟିରେ ଥିବା ସମୟରେ ତାଙ୍କୁ ମାଡ଼ ମାରିବା ସହ ଗାଳି ଗୁଳଜ କରିଥିବା ଅଭିଯୋଗ ସାମ୍ନାକୁ ଆସିଛି । ଏନେଇ ରାଜ୍ୟପାଳ ଓ ରାଜ୍ୟପାଳଙ୍କ ସଚିବଙ୍କ ପାଖରେ ଲିଖିତ ଭାବେ ଜଣାଇଥିଲେ ପୀଡିତ ଏଏସଓ ବୈକୁଣ୍ଠନାଥ ପ୍ରଧାନ । ହେଲେ ତାଙ୍କ ଗୁହାରି କେହି ଶୁଣି ନଥିଲେ । ଏବେ ପୁରୀ ସମୁଦ୍ରକୂଳ ଥାନା ପୋଲିସ ମାମଲା ରୁଜୁ କରିବା ସହ NHRCରେ ପହଞ୍ଚିଛି ମାମଲା ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top