Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ରାଜ୍ୟକୁ ବାତ୍ୟା ଡର; ୨୪ ତାରିଖରେ କରିବ ଲାଣ୍ଡଫଲ୍

ଆସୁଛି ବାତ୍ୟା। ୨୪ ତାରିଖରେ କରିପାରେ ଲାଣ୍ଡଫଲ୍।ବଙ୍ଗୋପସାଗରରେ ବାତ୍ୟା ନେଇ ସ୍ପଷ୍ଟ କଲେ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇ କହିଛନ୍ତି, ଆସନ୍ତା ୨୩ ତାରିଖ ସୁଦ୍ଧା ବଙ୍ଗୋପସାଗରରେ ସୃଷ୍ଟି ହେବ ସାଇକ୍ଲୋନ । ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ଆସନ୍ତା ୨୩ ତାରିଖ ସୁଦ୍ଧା ବାତ୍ୟାର ରୂପ ନେବ। ୨୪ ସକାଳ ସୁଦ୍ଧା ଏହା ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଛୁଇଁବ।ଉପକୂଳ ଛୁଇଁବା ସମୟରେ ସମୁଦ୍ରରେ ପବନର ବେଗ ୧୦୦ରୁ ୧୨୦ କିମି ରହିବ । ବର୍ତ୍ତମାନ ସୁଦ୍ଧା ସୁପର ସାଇକ୍ଲୋନ ସମ୍ଭାବନା ନାହିଁ । ତେବେ ଅତିଭୀଷଣ ବାତ୍ୟା ପର୍ଯ୍ୟନ୍ତ ଏହାର ପ୍ରକୋପ ରହିପାରେ । ୨୪ ଓ ୨୫ ତାରିଖ ଗୁରୁତ୍ୱପୂର୍ଣ୍ଣ ରହିବ । ସେହି ସମୟରେ ସାମୁଦ୍ରିକ ଜୁଆର ଆସିପାରେ ।

ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଆଉ ମଧ୍ୟ କହିଛନ୍ତି ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୩ ତାରିଖରୁ ଓଡ଼ିଶାରେ ବର୍ଷା ଆରମ୍ଭ ହେବ । ୨୪ ଓ ୨୫ ତାରିଖରେ ଅଧିକ ବର୍ଷା ହେବ । ଆଭ୍ୟନ୍ତରୀଣ ଓଡ଼ିଶା ଅପେକ୍ଷା ଉପକୂଳରେ ଅଧିକ ବର୍ଷିବ।କିଛି ସ୍ଥାନରେ ୨୦ରୁ ୩୦ ସେମି ପର୍ଯ୍ୟନ୍ତ ବର୍ଷା ହେବାକୁ ଥିବା ବେଳେ ଆଉ କିଛି ସ୍ଥାନରେ ୩୦ ସେମିରୁ ଅଧିକ ବର୍ଷା ହେବ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top