Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ରାଜ୍ୟରେ ଆସନ୍ତା ଦୁଇଦିନ ଲାଗିରହିିବ ପ୍ରବଳ ବର୍ଷା

ରାଜ୍ୟରେ ପୁଣି ବର୍ଷାର ପରିମାଣ ବଢିବ। କାଲିଠୁ ଦୁଇ ଦିନ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଘୁର୍ଣ୍ଣିବଳୟ ସକ୍ରିୟ ହୋଇଥିବାରୁ ୨୪ ଘଣ୍ଟା ମଧ୍ୟରେ ପଶ୍ଚିମ-ଉତ୍ତର, ପଶ୍ଚିମ ଦିଗ ଦେଇ ଉପକୂଳବର୍ତ୍ତୀ ବାଂଲାଦେଶକୁ ଆସିବାର ସମ୍ଭାବନା ରହିଛି । ଏହି ଘୁର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି।ଉପକୂଳବର୍ତ୍ତୀ ୧୪ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତାକାଲିଠୁ ବର୍ଷାର ପରିମାଣ ବଢିବ। ୧୩ରେ ପ୍ରବଳ ବର୍ଷା ଯୋଗୁଁ କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top